Revelation 8:2 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ପରମେଶ୍ବରଙ୍କ ସାମନା ରେ ସାତଜଣ ସ୍ବର୍ଗଦୂତଙ୍କୁ ଠିଆ ହାଇେଥିବାର ଦେଖିଲି। ସମାନଙ୍କେୁ ସାତାଟେି ତୂରୀ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ଈଶ୍ଵରଙ୍କ ସମ୍ମୁଖରେ ଦଣ୍ତାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦତ୍ତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ଈଶ୍ୱରଙ୍କ ସମ୍ମୁଖରେ ଠିଆ ହୋଇଥିବା ସାତ ଜଣ ଦୂତଙ୍କୁ ମୁଁ ଦେଖିଲି; ସେମାନଙ୍କୁ ସାତଟି ତୂରୀ ଦିଆଗଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ପରମେଶ୍ୱରଙ୍କ ସାମନାରେ ସାତ ଜଣ ସ୍ୱର୍ଗଦୂତଙ୍କୁ ଠିଆ ହୋଇଥିବାର ଦେଖିଲି। ସେମାନଙ୍କୁ ସାତୋଟି ତୂରୀ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ଈଶ୍ବରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ଈଶ୍ୱରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಾತ್ ದೆವ್‍ದುತಾ ದೆವಾಚ್ಯಾ ಇದ್ರಾಕ್ ಇಬೆ ಹೊತ್ತೆ ಮಿಯಾ ಬಗಟ್ಲೊ, ತೆಂಕಾ ಸಾತ್ ಪಂವೆ ದಿವ್ನ್ ಹೊಲ್ಲೆ.