Revelation 8:4 — Compare Translations

7 translations compared side by side

Odia - 1840
"ସ୍ବର୍ଗଦୂତ ଏହି ପ୍ରାର୍ଥନାୟୁକ୍ତ ଧୂପକୁ ବଦେୀ ଉପରେ ପକାନ୍ତେ ତାହା ଈଶ୍ବରଙ୍କ ଉଦ୍ଦେଶ୍ଯ ରେ ଉପରକୁ ଉଠିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ଵରଙ୍କ ସମ୍ମୁଖରେ ଉତ୍ଥିତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସ୍ୱର୍ଗଦୂତଙ୍କ ହାତରେ ଜଳୁଥିବା ଧୂପର ଧୂଆଁ ସହିତ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନା ମିଶି ଯାଇ ଉପରକୁ ଉଠିଲା।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତ ଏହି ପ୍ରାର୍ଥନାଯୁକ୍ତ ଧୂପକୁ ବେଦୀ ଉପରେ ପକାନ୍ତେ ତାହା ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉପରକୁ ଉଠିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ବରଙ୍କ ସମ୍ମୁଖରେ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ୱରଙ୍କ ସମ୍ମୁଖରେ ଉଠିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ದುತಾಚ್ಯಾ ಹಾತಾತ್ನಾ ಧುಪಾಚೊ ಡುಕೊಟ್ ದೆವಾಚ್ಯಾ ಲೊಕಾಚ್ಯಾ ಮಾಗ್ನಿಯಾಂಚ್ಯಾ ವಾಂಗ್ಡಾ ದೆವಾಕ್ಡೆ ವೈರ್ ಜಾವ್‍ಲಾಗಲ್ಲೊ.