Revelation 9:1 — Compare Translations

7 translations compared side by side

Odia - 1840
"ଏହାପରେ ପଞ୍ଚମ ଦୂତ ତୂରୀ ବଜାଇଲେ। ସେତବେେଳେ ମୁଁ ଆକାଶରୁ ଗୋଟିଏ ତାରା ପୃଥିବୀ ଉପରେ ପଡ଼ିବାର ଦେଖିଲି। ସହେି ତାରାକୁ ପାତାଳ ଅତଳ ଗହ୍ବର ରେ ପ୍ରବେଶ ଦ୍ବାରର ଚାବି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ପଞ୍ଚମ ଦୂତ ତୂରୀଧ୍ଵନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ତର ଚାବି ଦିଆଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ପଞ୍ଚମ ଦୂତ ତୂରୀ ବଜାଇଲେ ଏବଂ ମୁଁ ଦେଖିଲି, ସଙ୍ଗେ ସଙ୍ଗେ ଆକାଶରୁ ଗୋଟିଏ ନକ୍ଷତ୍ର ଖସି ପୃଥିବୀ ଉପରେ ପଡ଼ିଲା। ତାକୁ ପାତାଳପୁରୀର ଚାବି ଦିଆଯାଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ତୂରୀର ଆରମ୍ଭ ପ୍ରଥମ ଆତଙ୍କ ଏହା ପରେ ପଞ୍ଚମ ଦୂତ ତୂରୀ ବଜାଇଲେ। ସେତେବେଳେ ମୁଁ ଆକାଶରୁ ଗୋଟିଏ ତାରା ପୃଥିବୀ ଉପରେ ପଡ଼ିବାର ଦେଖିଲି। ସେହି ତାରାକୁ ପାତାଳ ଅତଳ ଗହ୍ୱରର ପ୍ରବେଶ ଦ୍ୱାରର ଗ୍ଭବି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ପଞ୍ଚମ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ଡର ଚାବି ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ପଞ୍ଚମ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ଡର ଚାବି ଦିଆଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಪಾಚ್ವೆಚ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚೊ ಪಂವೊ ವಾಜ್ವುಲ್ಯಾನ್. ತನ್ನಾ ಎಕ್ ಚಿಕ್ಕಿ ಮಳ್ಬಾ ವೈನಾ ಜಿಮ್ನಿ ವರ್ತಿ ಪಡ್ತಲೆ ಮಿಯಾ ಬಗಟ್ಲೊ, ತೆಚೆಕ್ಡೆ ಪಾತಾಳಾಚಿ ಚಾವಿ ದಿಲ್ಲಿ ಹೊತ್ತಿ.