Revelation 9:12 — Compare Translations

7 translations compared side by side

Odia - 1840
"ପ୍ରଥମ କ୍ଲେଶଟି ଶଷେ ହାଇଗେଲା, ଏହାପରେ ଆହୁରି ଦୁଇଟି ବଡ଼ କ୍ଲେଶ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହା ପରେ ଆଉ ଦୁଇଟି ସନ୍ତାପ ଆସୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦେଖ, ପ୍ରଥମ ବିପର୍ଯ୍ୟୟର ଅବସାନ ହୋଇଛି। ଏହାପରେ ଆହୁରି ଦୁଇଟି ଭୟାବହ ବିପତ୍ତି ମାଡ଼ି ଆସିବ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ କ୍ଳେଶଟି ଶେଷ ହୋଇଗଲା, ଏହା ପରେ ଆହୁରି ଦୁଇଟି ବଡ଼ କ୍ଳେଶ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହାପରେ ଆଉ ଦୁଇଟି ସନ୍ତାପ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହାପରେ ଆଉ ଦୁଇଟି ସନ୍ତାପ ଆସୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಯ್ಲೆಚೊ ಸಂಕಟ್ ಸರ್ಲೊ; ಹೆಚ್ಯಾ ಮಾನಾ ಅನಿ ದೊನ್ ಸಂಕಟಾ ಯೆತಲಿ ಹಾತ್.