Revelation 9:17 — Compare Translations
7 translations compared side by side
Odia - 1840
"ମାେ ଦର୍ଶନ ରେ ମୁଁ ଅଶ୍ବ ଓ ଅଶ୍ବାରୋହୀମାନଙ୍କୁ ଦେଖିଲି। ସମାନେେ ନୀଳକାନ୍ତ ମଣି ତୁଲ୍ଯ ଲୋହିତ, ନୀଳକାନ୍ତ ମଣି ତୁଲ୍ଯ ନୀଳ ଓ ଗନ୍ଧକ ପରି ହଳଦିଆ ବର୍ଣ୍ଣର ସାଞ୍ଜୁ ଛାତି ରେ ପିନ୍ଧିଥିଲେ। ଅଶ୍ବମାନଙ୍କର ମୁଣ୍ଡ ସିଂହର ମୁଣ୍ଡ ପରି ଦଖାଯାେଉଥିଲା। ସମାନଙ୍କେ ମୁଖରୁ ଅଗ୍ନି, ଧୂଆଁ ଓ ଗନ୍ଧକ ବାହାରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ଦର୍ଶନରେ ଅଶ୍ଵ ଓ ସେମାନଙ୍କ ଆରୋହୀମାନଙ୍କୁ ଏହିପ୍ରକାର ଦେଖିଲି, ସେମାନଙ୍କ ଉରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ଵମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଦେଖିଲି, ସେମାନଙ୍କର ଉରସ୍ତ୍ରାଣ ଅଗ୍ନି ପରି ରକ୍ତବର୍ଣ୍ଣ, ନୀଳକାନ୍ତ ମଣି ପରି ନୀଳ ଓ ଗନ୍ଧକ ପରି ପୀତବର୍ଣ୍ଣ ଥିଲା। ଅଶ୍ୱମାନଙ୍କର ସିଂହ ଭଳି ମସ୍ତକ ଥିଲା,
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଦର୍ଶନରେ ମୁଁ ଅଶ୍ୱ ଓ ଅଶ୍ୱାରୋହୀମାନଙ୍କୁ ଦେଖିଲି। ସେମାନେ ନୀଳକାନ୍ତ ମଣି ତୁଲ୍ୟ ଲୋହିତ, ନୀଳକାନ୍ତ ମଣି ତୁଲ୍ୟ ନୀଳ ଓ ଗନ୍ଧକ ପରି ହଳଦିଆ ବର୍ଣ୍ଣର ସାଞ୍ଜୁ ଛାତିରେ ପିନ୍ଧିଥିଲେ। ଅଶ୍ୱମାନଙ୍କର ମୁଣ୍ଡ ସିଂହର ମୁଣ୍ଡ ପରି ଦେଖାଯାଉଥିଲା। ସେମାନଙ୍କ ମୁଖରୁ ଅଗ୍ନି, ଧୂଆଁ ଓ ଗନ୍ଧକ ବାହାରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଊରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଉରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୁମ ଓ ଗନ୍ଧକ ନିର୍ଗତ ହେଉଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಿಯಾ ಮಾಜ್ಯಾ ದರ್ಶನಾತ್ ಘೊಡ್ಕಿ ಅನಿ ತೆಂಚ್ಯಾ ವೈನಿ ಸವಾರಿ ಕರ್ತಲ್ಯಾಕ್ನಿ ಬಗಟ್ಲೊ: ತೆಂಚ್ಯಾ ಹಿರ್ದ್ಯಾಂಚಿ ಕವಚಾ ಆಗಿ ಸರ್ಕಿ ತಾಂಬ್ಡಿ, ಅನಿ ಎಕ್ ನಮುನಿ ನಿಳ್ಯಾ ಸರ್ಕ್ಯಾ ರಂಗಾಚಿ, ಅನಿ ಎಕ್ ನಮನಿಚ್ಯಾ ನಿಳ್ಯಾ ಬನ್ನಾಚೊ ಪೊಡೊ ಸರ್ಕಿ ಹಳ್ದುಳಿ ಹೊತ್ತಿ. ಘೊಡ್ಕ್ಯಾಂಚಿ ತೊಂಡಾ ಸಿವಾಂಚ್ಯಾ ತೊಂಡಾಂಚ್ಯಾ ಸರ್ಕಿ ಹೊತ್ತಿ, ಅನಿ ತೆಂಚ್ಯಾ ತೊಂಡಾನಿತ್ನಾ ಆಗ್, ಡುಕೊಟ್, ಅನಿ ಗಂಧಕ್ ಭಾಯ್ರ್ ಯೆಯ್.