Revelation 9:18 — Compare Translations
7 translations compared side by side
Odia - 1840
"ସମାନଙ୍କେ ମୁହଁରୁ ବାହାରୁଥିବା ଏହି ତିନୋଟି ମହାମାରୀ ଅଗ୍ନି, ଧୂଆଁ ଓ ଗନ୍ଧକ ହତେୁ ମନୁଷ୍ଯ ଜାତିର ଏକ ତୃତୀଯାଂଶ ପ୍ରାଣ ହରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଳେଶ ଦ୍ଵାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକରୂପ ତିନୋଟି ମହାମାରୀ ନିର୍ଗତ ହେଲା। ଏହି ମହାମାରୀଗୁଡ଼ିକର ପ୍ରାଦୁର୍ଭାବରେ ମନୁଷ୍ୟ ଜାତିର ଏକ ତୃତୀୟାଂଶ ମୃତ୍ୟୁ ମୁଖରେ ପଡ଼ିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ମୁହଁରୁ ବାହାରୁଥିବା ଏହି ତିନୋଟି ମହାମାରୀ ଅଗ୍ନି, ଧୂଆଁ ଓ ଗନ୍ଧକ ହେତୁ ମନୁଷ୍ୟ ଜାତିର ଏକ ତୃତୀୟାଂଶ ପ୍ରାଣ ହରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾ ತೊಂಡಾನಿತ್ನಾ ಭಾಯ್ರ್ ಯೆತಲ್ಯಾ ಆಗಿನ್, ಡುಕ್ಟಾನ್, ಅನಿ ಗಂಧಕಾನ್ ಮಾನ್ಸಾನಿತ್ಲ್ಯಾ ಹ್ಯಾ ತಿನಾತ್ಲ್ಯಾ ಎಕ್ ಭಾಗಾ ಪಿಡಾ ಎವ್ಡ್ಯಾ ಮಾನ್ಸಾಕ್ನಿ ಜಿವಾನಿ ಮಾರುನ್ ಹೊಲೆ.