Revelation 9:2 — Compare Translations

7 translations compared side by side

Odia - 1840
"ସହେି ତାରା ପାତାଳର ପ୍ରବେଶ ଦ୍ବାର ଖାଲିେଲା କ୍ଷଣି ପ୍ରକାଣ୍ଡ ଭାଟିରୁ ଧୂଆଁ ଉଠିଲାଭଳି ସହେି ଅତଳଗର୍ଭ ଭିତରୁ ଧୂଆଁ ଉଠିଲା। ସହେି ଧୂଆଁ ଦ୍ବାରା ସୂର୍ୟ୍ଯ ଓ ଆକାଶ ଅନ୍ଧକାରମୟ ହାଇଗେଲା ଓ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେହି ପାତାଳକୁଣ୍ତ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳ-କୁଣ୍ତର ଧୂମ ହେତୁ ସୂର୍ଯ୍ୟ ପୁଣି ଆକାଶ ଅନ୍ଧକାରାଚ୍ଛନ୍ନ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆସି ପାତାଳର ଦ୍ୱାର ଖୋଳିଦେବା କ୍ଷଣି ଗୋଟିଏ ବୃହତ୍ ଭାଟିରୁ ବାହାରୁଥିବା ଧୂଆଁ ପରି ପାତାଳ କୁଣ୍ଡରୁ ଘନ ଧୂମ ନିର୍ଗତ ହେଲା ଓ ସେହି ଧୂଆଁ ହେତୁ ସୂର୍ଯ୍ୟ ଓ ଆକାଶ ଅନ୍ଧକାରାଚ୍ଛନ୍ନ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ତାରା ପାତାଳର ପ୍ରବେଶ ଦ୍ୱାର ଖୋଲିଲା କ୍ଷଣି ପ୍ରକାଣ୍ଡ ଭାଟିରୁ ଧୂଆଁ ଉଠିଲା ଭଳି ସେହି ଅତଳଗର୍ଭ ଭିତରୁ ଧୂଆଁ ଉଠିଲା। ସେହି ଧୂଆଁ ଦ୍ୱାରା ସୂର୍ଯ୍ୟ ଓ ଆକାଶ ଅନ୍ଧକାରମୟ ହୋଇଗଲା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୂର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଚ୍ଛନ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୁର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଛନ୍ନ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಚಿಕ್ಕಿನ್ ಪಾತಾಳ್ ಉಗಡಲ್ಲ್ಯಾ ತನ್ನಾ ಎಕ್ ಮೊಟ್ಯಾ ಪಂಪಾತ್ನಾ ಯೆಲ್ಯಾ ಸರ್ಕೊ ಡುಕೊಟ್ ಭಾಯ್ರ್ ಪಡ್ಲೊ; ಹ್ಯಾ ಪಾತಾಳಾತ್ಲ್ಯಾ ಡುಕ್ಟಾನ್ ದಿಸಾಚೊ ಉಜ್ವೊಡ್ ಅನಿ ಸಗ್ಳೊ ಮಳಬ್ ಕಾಳೊ ಹೊವ್ನ್ ಗೆಲೊ.