Revelation 9:20 — Compare Translations
7 translations compared side by side
Odia - 1840
"ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ବାରା ପ୍ରାଣ ହରାଇ ନ ଥିଲେ, ସମାନେେ ତଥାପି ସମାନଙ୍କେର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସମାନେେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ଯ ନିଜକୁ ଦୂ ରଇେ ଦେଲେ ନାହିଁ। ସମାନେେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠ ରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଚାଲିପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହିସମସ୍ତ କ୍ଳେଶ ଦ୍ଵାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍, ଭୂତମାନଙ୍କ ପୂଜା, ପୁଣି ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଷ୍ଠ ନିର୍ମିତ ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ମହାମାରୀମାନଙ୍କରେ ବିନଷ୍ଟ ହୋଇ ନ ଥିବା ଅବଶିଷ୍ଟ ମନୁଷ୍ୟ ଜାତିର, ତଥାପି କୌଣସି ପରିବର୍ତ୍ତନ ହେଲା ନାହିଁ। ସେମାନେ ପ୍ରେତ ପୂଜାରୁ ନିବୃତ୍ତ ହେଲେ ନାହିଁ। ଦୃଷ୍ଟି, ଶ୍ରବଣ ଓ ଚଳତ୍ଶକ୍ତିଶୂନ୍ୟ, ସୁନା, ରୂପା, ପିତ୍ତଳ ତଥା କାଠ ପଥରନିର୍ମିତ ପ୍ରତିମା ପୂଜା ପରିହାର କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ୱାରା ପ୍ରାଣ ହରାଇ ନ ଥିଲେ, ସେମାନେ ତଥାପି ସେମାନଙ୍କର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସେମାନେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ୟ ନିଜକୁ ଦୂରେଇ ଦେଲେ ନାହିଁ। ସେମାନେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଗ୍ଭଲି ପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಸಂಕಟಾನಿತ್ನಾ ಹುರಲ್ಲಿ ಲೊಕಾ, ತೆನಿ ಕಾಯ್-ಕಾಯ್ ಕರಿತ್ ತ್ಯಾತುರ್ನಾ ಭಾಯ್ರ್ ಪಡುಕ್ ನತ್ತಿ, ತೆನಿ ಸೈತಾನಾಚಿ ಪುಜಾ ಕರ್ತಲೆ, ನಾಹೊಲ್ಯಾರ್ ಸೊನ್ಯಾಚ್ಯಾ, ಚಾಂದಿಚ್ಯಾ, ತಾಂಬ್ಯಾಚ್ಯಾ, ಗುಂಡ್ಯಾಚ್ಯಾ, ಅನಿ ನಾಕ್ಡಾಚ್ಯಾ, ದಿಸಿನಸಲ್ಲ್ಯಾ, ಆಯ್ಕಿನಸಲ್ಲ್ಯಾ, ಚಲಿನಸಲ್ಲ್ಯಾ ಮುರ್ತಿಯಾಂಚಿ ಪುಜಾ ಕರ್ತಲೆ ಸೊಡುಕ್ ನತ್ತ್ಯಾನಿ,