Revelation 9:21 — Compare Translations

7 translations compared side by side

Odia - 1840
"ଏହା ବ୍ଯତୀତ ସମାନେେ ସମାନଙ୍କେର ନରହତ୍ଯା, ଗୁଣିବିଦ୍ଯା, ୟୌନଗତପାପ କିମ୍ବା ଚୋରୀପାପ ପରିତ୍ଯାଗ କଲେ ନାହିଁ କି ସେଥିରୁ ମନ ଫରୋଇ ଅନୁତାପ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ ପରିବର୍ତ୍ତନ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ମନ ପରିବର୍ତ୍ତନ ନ କରି ନରହତ୍ୟା, ଗୁଣି ବିଦ୍ୟା, ଲମ୍ପଟାଚରଣ ଓ ଚୌର୍ଯ୍ୟ ବୃତ୍ତିରେ ଲିପ୍ତ ରହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ବ୍ୟତୀତ ସେମାନେ ସେମାନଙ୍କର ନରହତ୍ୟା, ଗୁଣିବିଦ୍ୟା, ଯୌନଗତ ପାପ କିମ୍ବା ଗ୍ଭେରି ପାପ ପରିତ୍ୟାଗ କଲେ ନାହିଁ କି ସେଥିରୁ ମନ ଫେରାଇ ଅନୁତାପ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନପରିବର୍ତ୍ତନ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಲೊಕಾಕ್ನಿ ಜಿವಾನಿ ಮಾರ್‍ತಲ್ಯಾತ್ನಾ ಹೊಂವ್ದಿ, ಜಾದು ಕರ್‍ತಲ್ಯಾತ್ನಾ ಹೊಂವ್ದಿತ್, ತೆಂಚ್ಯಾ ಬುರ್ಶ್ಯಾ ಆಂಗಾಚ್ಯಾ ಸಮಂದಾತ್ನಾ ಹೊಂವ್ದಿ, ನಾಹೊಲ್ಯಾರ್ ಚೊರ್ತಲ್ಯಾತ್ನಾ ಮನ್ ಬದ್ಲುಕ್ ನತ್ತ್ಯಾನಿ.