Revelation 9:3 — Compare Translations
7 translations compared side by side
Odia - 1840
"ଧୂଆଁ ଭିତରୁ ପଙ୍ଗପାଳମାନେ ବାହାରି ପୃଥିବୀ ଉପରକୁ ଓହ୍ଲାଇ ଆସିଲେ। ସମାନଙ୍କେୁ ବିଚ୍ଛା ଭଳି ଦଂଶନକାରୀ ଶକ୍ତି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେହି ଧୂଆଁରୁ ପଙ୍ଗପାଳମାନେ ବାହାରି ପୃଥିବୀରେ ବ୍ୟାପିଗଲେ। ସେମାନେ କଙ୍କଡ଼ାବିଛା ପରି ସାଙ୍ଘାତିକ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଓ ଧୂଆଁ ଭିତରୁ ପଙ୍ଗପାଳମାନେ ବାହାରି ପୃଥିବୀ ଉପରକୁ ଓହ୍ଲାଇ ଆସିଲେ। ସେମାନଙ୍କୁ ବିଚ୍ଛା ଭଳି ଦଂଶନକାରୀ ଶକ୍ତି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಡುಕ್ಟಾತ್ನಾ ಠೊಳಾ ಭಾಯ್ರ್ ಜಿಮ್ನಿ ವರ್ತಿ ಯೆಲಿ, ಅನಿ ತೆಂಕಾ ಇಂಚ್ವಾಕ್ನಿ ಹೊತ್ತಿಚ್ ತಾಕತ್ ದಿಲ್ಲಿ ಹೊತ್ತಿ.