Revelation 9:4 — Compare Translations

7 translations compared side by side

Odia - 1840
"ପୃଥିବୀର ଘାସ କିମ୍ବା କୌଣସି ଲତା କିମ୍ବା ଗଛର କ୍ଷତି ନ କରିବା ପାଇଁ ପଙ୍ଗପାଳଙ୍କୁ କୁହାଗଲା। ଯେଉଁମାନଙ୍କର କପାଳ ରେ ପରମେଶ୍ବରଙ୍କର ମୁଦ୍ରା ନାହିଁ, କବଳେ ସହେି ଲୋକମାନଙ୍କର କ୍ଷତି କରିବାକୁ ସମାନଙ୍କେୁ କୁହାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀର ତୃଣ କି ହରିଦ୍ବର୍ଣ୍ଣ ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ଵରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୃଣ, ବୃକ୍ଷ ବା କୌଣସି ଉଦ୍ଭିଦର କ୍ଷତି ନ କରି ଯେଉଁମାନଙ୍କ କପାଳରେ ଈଶ୍ୱରଙ୍କ ମୋହରର ଚିହ୍ନ ନ ଥିଲା, କେବଳ ସେମାନଙ୍କୁ କଷ୍ଟ ଦେବା ପାଇଁ ସେହି ପଙ୍ଗପାଳମାନେ ଆଦିଷ୍ଟ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ଘାସ କିମ୍ବା କୌଣସି ଲତା କିମ୍ବା ଗଛର କ୍ଷତି ନ କରିବା ପାଇଁ ପଙ୍ଗପାଳଙ୍କୁ କୁହାଗଲା। ଯେଉଁମାନଙ୍କର କପାଳରେ ପରମେଶ୍ୱରଙ୍କର ମୁଦ୍ରା ନାହିଁ, କେବଳ ସେହି ଲୋକମାନଙ୍କର କ୍ଷତି କରିବାକୁ ସେମାନଙ୍କୁ କୁହାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ବରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ୱରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಗವಾತ್ ಹೊಂವ್ದಿ, ಬಾರಿಕ್-ಬಾರಿಕ್ ಝಾಡಾ ಹೊಂವ್ದಿ, ಮೊಟಿ ಝಾಡಾ ಹೊಂವ್ದಿ ಹಾಳ್ ಕರಿನಸ್ತಾನಾ, ಕೊನಾಚ್ಯಾ ಕಪಾಳಾ ವರ್ತಿ ದೆವಾಚ್ಯಾ ಛಪ್ಪ್ಯಾಚಿ ವಳಕ್ ನಾ ತ್ಯಾ ಲೊಕಾಕ್ನಿ ತರಾಸ್ ಕರುಚೆ ಮನುನ್ ಸಾಂಗಟಲ್ಲೆ ಹೊತ್ತೆ.