Revelation 9:5 — Compare Translations
7 translations compared side by side
Odia - 1840
"କିନ୍ତୁ ମନୁଷ୍ଯମାନଙ୍କୁ ମାରିଦବୋ ପାଇଁ ପଙ୍ଗପାଳଙ୍କୁ କ୍ଷମତା ଦିଆ ଯାଇ ନ ଥିଲା, ମାତ୍ର ଲୋକମାନଙ୍କୁ ପାଞ୍ଚମାସ ପର୍ୟ୍ଯନ୍ତ ୟନ୍ତ୍ରଣା ଦବୋ ପାଇଁ ସମାନଙ୍କେୁ ଅନୁମତି ଦିଆଯାଇଥିଲା। ସହେି ୟନ୍ତ୍ରଣା ଜଣେ ଲୋକକୁ କଙ୍କଡ଼ାବିଛାର ଦଂଶନ ପରି ୟନ୍ତ୍ରଣାଦାୟକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହିପ୍ରକାର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେମାନଙ୍କୁ ହତ୍ୟା ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ କେବଳ ଉତ୍ପୀଡ଼ନ କରିବାକୁ ପଙ୍ଗପାଳମାନେ କ୍ଷମତା ପାଇଥିଲେ। ସେହି ଉତ୍ପୀଡ଼ନ, କଙ୍କଡ଼ାବିଛାର କାମୁଡ଼ା ପରି ଉକ୍ରଟ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମନୁଷ୍ୟମାନଙ୍କୁ ମାରିଦେବା ପାଇଁ ପଙ୍ଗପାଳଙ୍କୁ କ୍ଷମତା ଦିଆ ଯାଇ ନ ଥିଲା, ମାତ୍ର ଲୋକମାନଙ୍କୁ ପାଞ୍ଚମାସ ପର୍ଯ୍ୟନ୍ତ ଯନ୍ତ୍ରଣା ଦେବା ପାଇଁ ସେମାନଙ୍କୁ ଅନୁମତି ଦିଆଯାଇଥିଲା। ସେହି ଯନ୍ତ୍ରଣା ଜଣେ ଲୋକକୁ କଙ୍କଡ଼ାବିଛାର ଦଂଶନ ପରି ଯନ୍ତ୍ରଣାଦାୟକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಠೊಳಾಕ್ನಿ ಹ್ಯಾ ಲೊಕಾಕ್ನಿ ಜಿವಾನ್ ಮಾರ್ತಲೊ ಅದಿಕಾರ್ ನತ್ತೊ ಖಾಲಿ ಪಾಚ್ ಮ್ಹಯಿನೆ ತೆಂಕಾ ತರಾಸ್ ದಿತಲೊ ಎವ್ಡೊಚ್ ಅದಿಕಾರ್ ದಿಲ್ಲೊ ಹೊತ್ತೊ. ಹ್ಯಾ ಠೊಳಾಂಚ್ಯಾ ವೈನಾ ತೆಂಕಾ ಯೆತಲೊ ತರಾಸ್ ಮಾನ್ಸಾಕ್ ಇಂಚ್ವಾನ್ ಚಾವಲ್ಲ್ಯಾ ತನ್ನಾ ಹೊತಾ ತಸ್ಲ್ಯಾ ತರಾಸಾ ಸರ್ಕೊಚ್ ಹೊತ್ತೊ.