Romans 1:12 — Compare Translations

7 translations compared side by side

Odia - 1840
"ମାରେ କହିବାର ଅର୍ଥ ଏହି ଯେ ଆମ୍ଭମାନେେ ଏକ ଆ ରକେକୁ ନିଜ ନିଜର ବିଶ୍ବାସ ଦ୍ବାରା ସାହାୟ୍ଯ କରିବା। ତୁମ୍ଭମାନଙ୍କ ବିଶ୍ବସ ମାେତେ ଓ ମାେ ବିଶ୍ବାସ ତୁମ୍ଭମାନଙ୍କୁ ସାହାୟ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ଵାସ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଦ୍ୱାରା ଆମେ ପରସ୍ପରର ବିଶ୍ୱାସକୁ ଦୃଢ଼ କରିପାରିବା।
Odia Bible ERV 2004 (ପବିତ୍ର ବାଇବଲ)
ମୋର କହିବାର ଅର୍ଥ ଏହି ଯେ ଆମ୍ଭେମାନେ ଏକଆରେକକୁ ନିଜ ନିଜର ବିଶ୍ୱାସ ଦ୍ୱାରା ସାହାଯ୍ୟ କରିବା। ତୁମ୍ଭମାନଙ୍କ ବିଶ୍ୱାସ ମୋତେ ଓ ମୋ’ ବିଶ୍ୱାସ ତୁମ୍ଭମାନଙ୍କୁ ସାହାଯ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಸಾಂಗಲ್ಲೆ ಕಾಯ್ ಮಟ್ಲ್ಯಾರ್, ಮಾಜ್ಯಾ ವಿಶ್ವಾಸಾ ವೈನಾ ತುಮ್ಕಾ ಅನಿ ತುಮ್ಚ್ಯಾ ವಿಶ್ವಾಸಾ ವೈನಾ ಮಾಕಾ ಮಜತ್ ಹೊತಾ,