Romans 1:15 — Compare Translations

7 translations compared side by side

Odia - 1840
"ସେଥିପାଇଁ ମୁଁ ରୋମ ରେ ରହୁଥିବା ତୁମ୍ଭ ସମସ୍ତଙ୍କୁ ସୁସମାଚ଼ାର ଦବୋକୁ ଇଚ୍ଛା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ରୋମ ନଗରୀର ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରକାର କରିବା ପାଇଁ ମୋର ଆକାଂକ୍ଷା।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ମୁଁ ରୋମରେ ରହୁଥିବା ତୁମ୍ଭ ସମସ୍ତଙ୍କୁ ସୁସମାଗ୍ଭର ଦେବାକୁ ଇଚ୍ଛା କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ರೊಮ್ ಶಾರಾತ್ ಜಿವನ್ ಕರ್‍ತಲ್ಯಾ ತುಮ್ಕಾಬಿ ಬರಿ ಖಬರ್ ಸಾಂಗುಕ್ ಮಿಯಾ ಉಮ್ಮೆದಿನ್ ಹಾಂವ್.