Romans 1:16 — Compare Translations
7 translations compared side by side
Odia - 1840
"ମୁଁ ଏହି ସୁସମାଚ଼ାର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଚ଼ାର ହେଉଛି ଶକ୍ତି, ଯାହା ଦ୍ବାରା ପରମେଶ୍ବର ତାହାଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ସୁସମାଚାର ସମ୍ଵନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ପ୍ରତ୍ୟେକ ବିଶ୍ଵାସୀ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ଵରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସୁସମାଚାର ଉପରେ ମୋର ପୂର୍ଣ୍ଣ ଆସ୍ଥା ରହିଛି। ତାହା ପ୍ରଥମତଃ ଇହୁଦୀ ଓ ତା’ପରେ ଅଣଇହୁଦୀ ବିଶ୍ୱାସୀମାନଙ୍କର ପରିତ୍ରାଣ ସାଧନ ପାଇଁ ଈଶ୍ୱରଙ୍କ ମହାଶକ୍ତି ସ୍ୱରୂପ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ସୁସମାଗ୍ଭର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଗ୍ଭର ହେଉଛି ଶକ୍ତି, ଯାହାଦ୍ୱାରା ପରମେଶ୍ୱର ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬರ್ಯಾ ಖಬ್ರೆಚ್ಯಾ ವಿಶಯಾತ್ ಮಾಕಾ ಪುರಾ ಆತ್ಮಿಕ್ ಬರೊಸೊ ಹಾಯ್; ವಿಶ್ವಾಸ್ ಕರ್ತಲ್ಯಾ ಸಗ್ಳ್ಯಾಕ್ನಿ ಅದ್ದಿ ಜುದೆವಾಕ್ನಿ ಅನಿ ಜುದೆವ್ ನ್ಹಯ್ ಹೊತ್ತ್ಯಾಕ್ನಿ ಸಗ್ಳ್ಯಾಕ್ನಿಬಿ ಹುರ್ವುತಲೊ ದೆವಾಚೊ ಬಳ್ ತೊ.