Romans 1:18 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ କୋର୍ଧ ସ୍ବର୍ଗରୁ ପ୍ରକାଶିତ ହାଇେଛି। ଲୋକମାନଙ୍କ ଦ୍ବାରା ପରମେଶ୍ବରଙ୍କ ବିରୁଦ୍ଧ ରେ କରାଯାଇଥିବା ପ୍ରେତ୍ୟକକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ବର କୋରଧ କରନ୍ତି। ସମାନଙ୍କେ ପାଖ ରେ ସତ୍ଯ ଅଛି, କିନ୍ତୁ ସମାନେେ ନିଜର ମନ୍ଦ ଜୀବନ ଦ୍ବାରା ତାହା ଲୁଚ଼ାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ଵର୍ଗରୁ ଈଶ୍ଵରଙ୍କ କ୍ରୋଧ ପ୍ରକାଶିତ ହେଉଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ପାପୀ ଦୁରାଚାରୀ ଲୋକମାନେ ନିଜର ଭ୍ରଷ୍ଟାଚାରଣ ଦ୍ୱାରା ସତ୍ୟର ପ୍ରତିରୋଧ କରନ୍ତି, ସେମାନଙ୍କ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶ ପାଏ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତେ ପାପ କରିଛନ୍ତି ପରମେଶ୍ୱରଙ୍କ କ୍ରୋଧ ସ୍ୱର୍ଗରୁ ପ୍ରକାଶିତ ହୋଇଛି। ଲୋକମାନଙ୍କ ଦ୍ୱାରା ପରମେଶ୍ୱରଙ୍କ ବିରୁଦ୍ଧରେ କରାଯାଇଥିବା ପ୍ରତ୍ୟେକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ୱର କ୍ରୋଧ କରନ୍ତି। ସେମାନଙ୍କ ପାଖରେ ସତ୍ୟ ଅଛି, କିନ୍ତୁ ସେମାନେ ନିଜର ମନ୍ଦ ଜୀବନ ଦ୍ୱାରା ତାହା ଲୁଗ୍ଭନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬುರ್ಶ್ಯಾಪಾನಾನ್ ಖರೆಪಾನಾಕ್ ಅಡ್ಕಳ್ ಹೊತಲ್ಯಾ ಸಗ್ಳ್ಯಾ ಬುರ್ಶ್ಯಾ ಮಾನ್ಸಾಂಚ್ಯಾ ಸಗ್ಳ್ಯಾ ಪಾಪಾ ಅನಿ ವಾಯ್ಟಾಚ್ಯಾ ವರ್ತಿ ದೆವಾಚೊ ರಾಗ್ ಸರ್ಗಾ ವೈನಾ ಉತ್ರುನ್ ಯೆಲಾ.