Romans 1:19 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ବର ତାହାଙ୍କର କୋରଧ ଦଖାେନ୍ତି। ପ୍ରକୃତ ରେ, ପରମେଶ୍ବର ନିଜ ବିଷୟ ରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦଖାଇେ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଈଶ୍ଵରଙ୍କ ସମ୍ଵନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ଵର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ସେମାନଙ୍କୁ ଦଣ୍ଡ ଦିଅନ୍ତି, କାରଣ ଈଶ୍ୱରଙ୍କ ବିଷୟରେ ଯାହା ଜାଣିବା କଥା, ସେମାନେ ତାହା ଜାଣିଛନ୍ତି - ଈଶ୍ୱର ନିଜେ ତାହା ସ୍ପଷ୍ଟ କରି ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ୱର ତାହାଙ୍କର କ୍ରୋଧ ଦେଖାନ୍ତି। ପ୍ରକୃତରେ, ପରମେଶ୍ୱର ନିଜ ବିଷୟରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦେଖାଇ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଈଶ୍ବରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ବର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଈଶ୍ୱରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾಚ್ಯಾ ವಿಶಯಾತ್ ಜೆ ಕಾಯ್ ತೆಂಕಾ ಕಳ್ವುತಲೆ ಹೊತ್ತೆ ತೆ ತೆಂಕಾ ಸಮಾ ದಾಕ್ವಲ್ಲೆ ಹಾಯ್, ಖುದ್ದ್ ದೆವಾನುಚ್ ತೆಂಕಾ ತೆ ಕಳ್ವಲ್ಲೆ ಹಾಯ್.