Romans 1:2 — Compare Translations
7 translations compared side by side
Odia - 1840
"ପରମେଶ୍ବର, ଏହି ସୁସମାଚ଼ାର ନିଜ ଲୋକଙ୍କୁ ଦବୋ ପାଇଁ ବହୁ ଆଗରୁ ପ୍ରତିଜ୍ଞା କରିଥିଲେ। ପରମେଶ୍ବର ନିଜ ଭବିଷ୍ଯଦ୍ବକ୍ତାମାନଙ୍କୁ ବ୍ଯବହାର କରି ଏହି ପ୍ରତିଜ୍ଞା କରିଥିଲେ। ସହେି ପ୍ରତିଜ୍ଞା ପବିତ୍ର ଶାସ୍ତ୍ର ରେ ଲଖାେ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରୋମରେ ଥିବା ଈଶ୍ଵରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଶାସ୍ତ୍ରରେ ଉଲ୍ଲେଖ ଥିବା ଅନୁଯାୟୀ ଏହି ସୁସମାଚାର ସମ୍ପର୍କରେ ଈଶ୍ୱର ବହୁ ପୁରା କାଳରୁ ତାଙ୍କ ଭାବବାଦୀମାନଙ୍କ ଦ୍ୱାରା ପ୍ରତିଶ୍ରୁତି ଦେଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ଏହି ସୁସମାଗ୍ଭର ନିଜ ଲୋକଙ୍କୁ ଦେବା ପାଇଁ ବହୁ ଆଗରୁ ପ୍ରତିଜ୍ଞା କରିଥିଲେ। ପରମେଶ୍ୱର ନିଜ ଭବିଷ୍ୟଦ୍ବକ୍ତାମାନଙ୍କୁ ବ୍ୟବହାର କରି ଏହି ପ୍ରତିଜ୍ଞା କରିଥିଲେ। ସେହି ପ୍ରତିଜ୍ଞା ପବିତ୍ର ଶାସ୍ତ୍ରରେ ଲେଖା ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରୋମରେ ଥିବା ଈଶ୍ବରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ରୋମରେ ଥିବା ଈଶ୍ୱରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕಾತ್ ದೆವಾನ್ ಅಪ್ನಾಚ್ಯಾ ಪ್ರವಾದ್ಯಾಂಚ್ಯಾ ವೈನಾ ಲೈ ದಿಸಾಂಚ್ಯಾ ಅದ್ದಿಚ್ ಗೊಸ್ಟ್ ದಿವ್ನ್ ಸಾಂಗಲ್ಲಿ ಬರಿ ಖಬರ್.