Romans 1:20 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ବିଷୟ ରେ କେତକେ ତଥ୍ଯ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ବରତ୍ବ ତାହାଙ୍କୁ ପରମେଶ୍ବର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସଗେୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରା ଯାଇଛି। ଏଗୁଡ଼ିକ ପରମେଶ୍ବର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହାଇେ ଥାଏ। ସେଥିପାଇଁ ମନ୍ଦ କାର୍ୟ୍ଯ କରିବା ପାଇଁ ଲୋକମାନଙ୍କ ପାଖ ରେ କୌଣସି ବାହାନା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନ; ଶକ୍ତି ଓ ଈଶ୍ଵରତ୍ଵ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ଵାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଜଗତକୁ ସୃଷ୍ଟି କରିବା ସମୟରୁ, ତାଙ୍କ ଅଦୃଶ୍ୟ ଗୁଣାବଳୀ ଯଥା ତାଙ୍କର ଅଲୌକିକ ପ୍ରକୃତି ଓ ଚିରନ୍ତନ ଶକ୍ତି ସ୍ପଷ୍ଟରୂପେ ପ୍ରକାଶ ପାଇ ଆସିଛି - ତାହା ସୃଷ୍ଟ ବିଷୟମାନଙ୍କରେ ତାହା ଉପଲବ୍ଧି କରି ହୁଏ। ତେଣୁ ସେମାନେ ଜାଣି ନାହାନ୍ତି ବୋଲି ଆଳ ଦେଖାଇ ପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ବରତ୍ତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಡೊಳ್ಯಾಕ್ನಿ ದಿಸಿ ನಸಲ್ಲಿ ತೆಚಿ ಗುನಾ ಮಟ್ಲ್ಯಾರ್, ತೆಚೊ ಕನ್ನಾಚ್ ಸರಿನಸಲ್ಲೊ ಬಳ್ ಅನಿ ದೈವಿಕ್ ಗುನ್, ಹ್ಯೊ ಜಗ್ ರಚಲ್ಲ್ಯಾಕ್ನಾ ಧರುನ್ ತೆನಿ ರಚಲ್ಲ್ಯಾ ಸಗ್ಳ್ಯಾಚ್ಯಾ ವೈನಾ ದಿಸುನ್ ಯೆತ್ಯಾತ್, ತಸೆಮನುನ್ ತ್ಯಾ ಲೊಕಾನಿಕ್ಡೆ ನೆವಾನ್ ಸಾಂಗುಕ್ ಕಾಯ್ಬಿ ನಾ!