Romans 1:23 — Compare Translations
7 translations compared side by side
Odia - 1840
"ସମାନେେ ପରମେଶ୍ବରଙ୍କ ଚ଼ିରସ୍ଥାଯୀ ମହିମାକୁ ଛାଡ଼ି ଦେଲେ। ଲୋକେ ସହେି ମହିମାକୁ ମୂର୍ତ୍ତିପୂଜା ଦ୍ବାରା ବପୋର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅକ୍ଷୟ ଈଶ୍ଵରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନନ୍ତ ଈଶ୍ୱରଙ୍କୁ ପୂଜା ନ କରି ସେମାନେ ମର ମନୁଷ୍ୟ, ପଶୁ ପକ୍ଷୀ କିଅବା ସର୍ପାକୃତି ପ୍ରତିମା ନିର୍ମାଣ କରି ସେଗୁଡ଼ିକୁ ପୂଜା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରମେଶ୍ୱରଙ୍କ ଚିରସ୍ଥାୟୀ ମହିମାକୁ ଛାଡ଼ି ଦେଲେ। ଲୋକେ ସେହି ମହିମାକୁ ମୂର୍ତ୍ତିପୂଜା ଦ୍ୱାରା ବେପାର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅକ୍ଷୟ ଈଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅକ୍ଷୟ ଈଶ୍ୱରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸದಾ ಸರ್ವತಾಕ್ ರ್ಹಾತಲ್ಯಾ ದೆವಾಚೆ ಆರಾದನ್ ಕರ್ತಲೆ ಸೊಡುನ್, ನಾಸ್ ಹೊವ್ನ್ ಜಾತಲ್ಯಾ ಮಾನ್ಸಾಂಚ್ಯಾ, ಜನಾವರಾಂಚ್ಯಾ, ಫಾಂಕ್ರಾಂಚ್ಯಾ, ಸಾಪಾಂಚ್ಯಾ ಅನಿ ಪೊಟಾನಿ ಜಾತಲ್ಯಾ ಜನಾವರಾಂಚ್ಯಾ ಮುರ್ತಿಯಾಕ್ನಿ ತೆನಿ ಆರಾದನ್ ಕರ್ತ್ಯಾತ್.