Romans 1:24 — Compare Translations
7 translations compared side by side
Odia - 1840
"ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସମାନେେ ପାପରେ ପୁର୍ଣ୍ଣ ଥିଲେ। ପରମେଶ୍ବର ସମାନଙ୍କେୁ ନିଜର ପାପ ମାର୍ଗ ରେ ୟିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସମାନେେ ୟୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମ ରେ ନିଯୋଜିତ ରଖିଲେ, ଯା'ଦ୍ବାରା ସମାନଙ୍କେ ଶରୀର ନିନ୍ଦିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଈଶ୍ଵର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ଵାରା କଳୁଷିତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଈଶ୍ୱର ସେମାନଙ୍କୁ ଛାଡ଼ି ଦେଇଛନ୍ତି ଓ ସେମାନେ ନିଜ ନିଜର କାମନା ଅନୁଯାୟୀ କଳୁଷିତ କାର୍ଯ୍ୟରେ ଲିପ୍ତ ରହୁଛନ୍ତି - ସେମାନେ ପରସ୍ପର ସହିତ ଲଜ୍ଜାଜନକ ସମ୍ପର୍କ ରଖନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସେମାନେ ପାପରେ ପୂର୍ଣ୍ଣ ଥିଲେ। ପରମେଶ୍ୱର ସେମାନଙ୍କୁ ନିଜର ପାପ ମାର୍ଗରେ ଯିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସେମାନେ ଯୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମରେ ନିୟୋଜିତ ରଖିଲେ, ଯା’ଦ୍ୱାରା ସେମାନଙ୍କ ଶରୀର ନିନ୍ଦିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଈଶ୍ବର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ದೆವಾನ್ ತೆಂಕಾ ತೆಂಚ್ಯಾ-ತೆಂಚ್ಯಾ ಬುರ್ಶ್ಯಾ ಚಾಲಿ ಸಾರ್ಕೆ ಚಲುಕ್ ಒಪ್ಸುನ್ ದಿಲ್ಯಾನಾಯ್, ತೆನಿ ಎಕಾಮೆಕಾಂಚ್ಯಾ ವಾಂಗ್ಡಾ ಅಬ್ರುಗೆಡಿ ಕಾಮಾ ಕರ್ತ್ಯಾತ್.