Romans 1:25 — Compare Translations

7 translations compared side by side

Odia - 1840
"ଲୋକେ ପରମେଶ୍ବରଙ୍କ ସତ୍ଯ ବଦଳ ରେ ମିଥ୍ଯାକୁ ଗ୍ରହଣ କଲେ। ସମାନେେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସବୋ କଲେ। ସମାନେେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କୁ ଉପାସନା କଲେ ନାହିଁ। ପରମେଶ୍ବର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଈଶ୍ଵରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସ୍ରଷ୍ଟାଙ୍କ ପରିବର୍ତ୍ତେ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ; ସେ ଯୁଗେ ଯୁଗେ ଧନ୍ୟ । ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଈଶ୍ୱରଙ୍କ ବିଷୟରେ ସତ୍ୟ ବଦଳରେ ମିଥ୍ୟାର ଆଶ୍ରୟ ନେଉଛନ୍ତି। ଚିର ପ୍ରଶଂସ୍ୟ ସ୍ରଷ୍ଟାଙ୍କ ଉପାସନା ନ କରି, ସେମାନେ ସୃଷ୍ଟ ବସ୍ତୁମାନଙ୍କର ପୂଜା କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ପରମେଶ୍ୱରଙ୍କ ସତ୍ୟ ବଦଳରେ ମିଥ୍ୟାକୁ ଗ୍ରହଣ କଲେ। ସେମାନେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସେବା କଲେ। ସେମାନେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ଉପାସନା କଲେ ନାହିଁ। ପରମେଶ୍ୱର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଈଶ୍ବରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ। ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଈଶ୍ୱରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ । ଆମେନ୍‍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ದೆವಾಚ್ಯಾ ವಿಶಯಾತ್ ಹೊತ್ತೆ ಖರೆ, ಎಕ್ ಝುಟೆ ಕರುನ್ ಬದಲ್ಲ್ಯಾನಾತ್; ದೆವಾನ್ ರಚಲ್ಲ್ಯಾ ರಚ್ನೆಂಚಿ ತೆನಿ ಸೆವಾ ಅನಿ ಆರಾದನ್ ಕರ್‍ತ್ಯಾತ್, ಸಗ್ಳೆ ರಚಲ್ಲ್ಯಾ ದೆವಾಕುಚ್ ತೆನಿ ಸೊಡುನ್ ಸೊಡ್ಲ್ಯಾನಾತ್, ತ್ಯಾ ದೆವಾಕ್ ಸ್ತುತಿ ಹೊವ್ಕ್ ಪಾಜೆ ಸದಾ ಸರ್ವತಾಕ್! ಆಮೆನ್.