Romans 1:27 — Compare Translations
7 translations compared side by side
Odia - 1840
"ସହେିଭଳି ପୁରୁଷମାନେ ମଧ୍ଯ ସ୍ତ୍ରୀମାନଙ୍କ ସ୍ବାଭାବିକ ସଙ୍ଗ ଛାଡ଼ି ପରସ୍ପର ଭିତ ରେ କାମନା ରେ ଲିପ୍ତ ହେଲେ। ପୁରୁଷମାନେ ଅନ୍ୟ ପୁରୁଷମାନଙ୍କ ସହିତ ଅଶୋଭନୀୟ ବ୍ଯବହାର କଲେ। ନିଜର ମନ୍ଦ କାର୍ୟ୍ଯ ପାଇଁ ସମାନେେ ନିଜ ଦହେ ରେ ଦଣ୍ଡ ଭୋଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହିପରି ପୁରୁଷମାନେ ମଧ୍ୟ ସ୍ଵାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମାନଳରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି ଆପଣା ଆପଣାଠାରେ ସ୍ଵ ସ୍ଵ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀ ସଙ୍ଗରେ ତୃପ୍ତ ନ ରହି ପରସ୍ପର ପ୍ରତି କାମାନଳରେ ଦଗ୍ଧ ହେଉଛନ୍ତି। ପୁରୁଷମାନେ ପରସ୍ପର ସହିତ ଘୃଣ୍ୟ ଆଚରଣ କରୁଛନ୍ତି ଓ ଫଳରେ କୁକର୍ମ ପାଇଁ ଦଣ୍ଡନୀୟ ହେଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହିଭଳି ପୁରୁଷମାନେ ମଧ୍ୟ ସ୍ତ୍ରୀମାନଙ୍କ ସ୍ୱାଭାବିକ ସଙ୍ଗ ଛାଡ଼ି ପରସ୍ପର ଭିତରେ କାମନାରେ ଲିପ୍ତ ହେଲେ। ପୁରୁଷମାନେ ଅନ୍ୟ ପୁରୁଷମାନଙ୍କ ସହିତ ଅଶୋଭନୀୟ ବ୍ୟବହାର କଲେ। ନିଜର ମନ୍ଦ କାର୍ଯ୍ୟ ପାଇଁ ସେମାନେ ନିଜ ଦେହରେ ଦଣ୍ଡ ଭୋଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಘೊಮನ್ಸಾನಿ ಸ್ವಬಾವಾಕ್ ಸಮಾ ಹೊತ್ತೆ ಬಾಯ್ಕೊಮನ್ಸಿಚ್ಯಾ ವಾಂಗ್ಡಾ ಆಂಗಾಚೊ ಸಮಂದ್ ಕರ್ತಲೆ ಸೊಡ್ಲ್ಯಾನಿ ಅನಿ ಘೊಮನ್ಸಾ-ಘೊಮನ್ಸಾನಿಚ್ ಆಂಗಾಚೊ ಸಮಂದ್ ಕರ್ತಲ್ಯಾತ್ ಉಮ್ಮೆದಿನ್ ರ್ಹಾವ್ಕ್ ಲಾಲೆ, ಅಶೆ ಘೊಮನ್ಸಾನಿ ಅಬ್ರುಗೆಡಿ ಕಾಮಾ ಕರ್ಲ್ಯಾನಿ, ಅನಿ ಅಪ್ನಾಚ್ಯಾ ಬುರ್ಶ್ಯಾ ಕಾಮಾಂಚ್ಯಾಸಾಟಿ ಅಪ್ನಾಕ್ ಗಾವುಕ್ ಪಾಜೆ ಹೊಲ್ಲಿ ಶಿಕ್ಷಾ ತೆನಿ ಅಪ್ನಾಚ್ಯಾ ವರ್ತಿ ಹಾನುನ್ ಘೆತ್ಯಾತ್.