Romans 1:28 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେପରି ସେମାନେ ଈଶ୍ଵର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ଵୀକୃତ ହେଲେ, ସେହିପରି ଈଶ୍ଵର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଲୋକମାନେ ଈଶ୍ୱରଙ୍କ ବିଷୟରେ ସଠିକ୍‍ ଧାରଣା ପୋଷଣ କରିବାକୁ ଅନିଚ୍ଛୁକ ଥିବାରୁ, ଈଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି ଓ ସେମାନେ କଳୁଷିତମନା ହୋଇ ମନୁଷ୍ୟୋଚିତ ଆଚରଣ କରୁ ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ କରିବାକୁ ଲୋକେ ଗୁରୁତ୍ୱ ଦେଲେ ନାହିଁ। ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ବିକୃତ ଚିନ୍ତାରେ ରହିବାକୁ ଛାଡ଼ି ଦେଲେ ଓ ସେମାନେ ଅନୁଚିତ୍ କର୍ମକରି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತ್ಯಾ ಲೊಕಾನಿ ದೆವಾಚ್ಯಾ ವಿಶಯಾತ್ ಹೊತ್ತಿ ಖರಿ ಬುದ್ದ್ ಅಪ್ನಾಂಚ್ಯಾ ಮನಾತ್ನಿ ಥವ್ನ್ ಘೆವ್ಕ್ ಇನ್ಕಾರ್ ಕರ್‍ಲ್ಯಾನಾತ್, ದೆವಾನ್ ತೆಂಕಾ ತೆಂಚ್ಯಾ ಪೊಜ್ಡ್ಯಾ ಚಾಲಿಚ್ಯಾ ತಾಬೆತ್ ಸೊಡುನ್ ಸೊಡ್ಲ್ಯಾನಾಯ್. ತಸೆಮನುನ್ ತೆನಿ ನಕ್ಕೊ ಹೊಲ್ಲಿ ಬುರ್ಶಿ ಕಾಮಾ ಕರ್‍ತ್ಯಾತ್.