Romans 1:29 — Compare Translations
7 translations compared side by side
Odia - 1840
"ସହେି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ବାର୍ଥ ଓ ଘୃଣା ରେ ପରିପୂର୍ଣ୍ଣ ଥିଲେ। ସମାନେେ ହତ୍ଯା, ଝଗଡ଼ା, ମିଛ, ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚ଼ିନ୍ତା ରେ ବୁଡ଼ି ରହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସର୍ବପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଦୁଷ୍ଟତା, ମନ୍ଦତା, ଲୋଭ ଓ ଭ୍ରଷ୍ଟାଚାରରେ ପରିପୂର୍ଣ୍ଣ। ସେମାନେ ଈର୍ଷାପରାୟଣ, ନରହନ୍ତା, କଳହପ୍ରିୟ, ପ୍ରତାରକ ଓ ହିଂସ୍ରକ; ସେମାନେ ପର କୁତ୍ସାରଟନା କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ୱାର୍ଥ ଓ ଘୃଣାରେ ପରିପୂର୍ଣ୍ଣ ଥିଲେ। ସେମାନେ ହତ୍ୟା, ଝଗଡ଼ା, ମିଛ, ଚ୍ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚିନ୍ତାରେ ବୁଡ଼ି ରହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅನ್ನ್ಯಾಯ್, ಬುರ್ಶೆಪಾನ್, ಅಸ್ಬುರ್ಕೆಪಾನ್, ದ್ವೆಸ್, ಅನಿ ಕುಸ್ಡೆಪಾನ್, ಜಿವಾನಿ ಮಾರ್ತಲೆ, ಝಗ್ಡೆ ಕರ್ತಲೆ, ವಿಶ್ವಾಸ್ ಘಾತ್, ದುರ್ಬುದ್, ಅಸ್ಲ್ಯಾ ಸಗ್ಳ್ಯಾ ರಿತಿಚ್ಯಾ ಬುರ್ಶೆಪಾನಾನಿ ಭರುನ್ ಗೆಲ್ಲೆ ಹಾತ್. ತೆನಿ ಚಾಡ್ಗೆ,
Recommended Reading