Romans 1:3 — Compare Translations

7 translations compared side by side

Odia - 1840
"ଏହି ସୁସମାଚ଼ାର ପରମେଶ୍ବରଙ୍କ ପୁତ୍ର ତଥା ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧ ରେ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ଵନ୍ଧରେ ଦାଉଦଙ୍କ ବଂଶଜାତ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାର କେନ୍ଦ୍ର ହେଉଛନ୍ତି; ଈଶ୍ୱରଙ୍କ ପୁତ୍ର, ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସୁସମାଗ୍ଭର ପରମେଶ୍ୱରଙ୍କ ପୁତ୍ର ତଥା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,
Odia IRV 2017 (ଓଡିଆ ବାଇବେଲ)
ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ದೆವಾಚ್ಯಾ ಲೆಕಾಚ್ಯಾ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ವಿಶಯಾತ್ಲಿ ಬರಿ ಖಬರ್. ತೊ ದಾವಿದಾಚ್ಯಾ ಘರಾನ್ಯಾತ್ ಮಾನುಸ್ ಹೊವ್ನ್ ಜಲಮಲ್ಲೊ;