Romans 1:30 — Compare Translations
7 translations compared side by side
Odia - 1840
"ସମାନେେ ପରଚର୍ଚ୍ଚା କରନ୍ତି, ପରନିନ୍ଦା କରନ୍ତି ଓ ଏକ ଆ ରକେ ବିରୁଦ୍ଧ ରେ ମନ୍ଦକଥା କୁହନ୍ତି। ସମାନେେ ପରମେଶ୍ବରଙ୍କୁ ଘୃଣା କରନ୍ତି। ସମାନେେ ଉଦ୍ଧତ, ଆତ୍ମଗର୍ବୀ ଓ ଅହଂକାରୀ। ସମାନେେ ମନ୍ଦକର୍ମ କରିବା ପାଇଁ ବାଟ ଖୋଜୁ ଥାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କର୍ଣ୍ଣେଜପ, ନିନ୍ଦକ, ଈଶ୍ଵରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଈଶ୍ୱରଙ୍କ ନିକଟରେ ଘୃଣ୍ୟ; ଉଦ୍ଧତ, ଅହଂକାରୀ ଓ ଆତ୍ମବଡ଼ିମାପ୍ରିୟ; କୁକର୍ମର ବିଭିନ୍ନ ଉପାୟ ସେମାନେ ପାଞ୍ଚୁ ଥାଆନ୍ତି; ସେମାନେ ପିତା ମାତାଙ୍କର ଅବାଧ୍ୟ,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରଚର୍ଚ୍ଚା କରନ୍ତି, ପରନିନ୍ଦା କରନ୍ତି ଓ ଏକ ଆରେକ ବିରୁଦ୍ଧରେ ମନ୍ଦକଥା କୁହନ୍ତି। ସେମାନେ ପରମେଶ୍ୱରଙ୍କୁ ଘୃଣା କରନ୍ତି। ସେମାନେ ଉଦ୍ଧତ, ଆତ୍ମଗର୍ବୀ ଓ ଅହଂକାରୀ। ସେମାନେ ମନ୍ଦକର୍ମ କରିବା ପାଇଁ ବାଟ ଖୋଜୁ ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ବରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଙ୍କାରୀ, ଦୁଷ୍ଟକର୍ମର ଉତ୍ପାଦକ,
Odia IRV 2017 (ଓଡିଆ ବାଇବେଲ)
ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ୱରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಕಾಮೆಕಾಚ್ಯಾ ವಿಶಯಾತ್ ಬುರ್ಶ್ಯಾ ಗೊಸ್ಟಿಯಾ ಬೊಲ್ತ್ಯಾತ್; ತೆನಿ ದೆವಾಚೊ ದ್ವೆಶ್ ಕರ್ತಲೆ; ಮಸ್ತಿಚೆ, ಗರುಕಿಚೆ, ಬಡಾಯ್ ಬೊಲ್ತಲೆ, ತೆನಿ ಕನ್ನಾಬಿ ಬುರ್ಶೆಚ್ ಯವಜ್ತಲೆ, ತೆನಿ ತೆಂಚ್ಯಾ ಬಾಯ್-ಬಾಬಾಕ್ ಮಾನ್ ದಿನ್ಯಾತ್,