Romans 1:31 — Compare Translations

7 translations compared side by side

Odia - 1840
"ସମାନେେ ନିଜର ପିତାମାତାଙ୍କୁ ମାନନ୍ତି ନାହିଁ । ସମାନେେ ମୂର୍ଖ ସମାନେେ ନିଜର କଥା ରଖନ୍ତି ନାହିଁ ଓ ସମାନେେ ଅନ୍ୟ ଲୋକମାନଙ୍କ ପ୍ରତି ଦୟାଭାବ ପ୍ରଦର୍ଶନ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ଵାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିବେକହୀନ, ନିଜର ପ୍ରତିଶ୍ରୁତି ରକ୍ଷା କରନ୍ତି ନାହିଁ। ଅନ୍ୟମାନଙ୍କ ପ୍ରତି ସେମାନଙ୍କର ତିଳେ ହେଲେ ଦୟା ଅନୁକମ୍ପା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିଜର ପିତାମାତାଙ୍କୁ ମାନନ୍ତି ନାହିଁ । ସେମାନେ ମୂର୍ଖ ସେମାନେ ନିଜର କଥା ରଖନ୍ତି ନାହିଁ ଓ ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ଦୟାଭାବ ପ୍ରଦର୍ଶନ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಅಕ್ಕಲ್ ನಾ, ತೆನಿ ದಿಲ್ಲಿ ಗೊಸ್ಟ್ ಫುರಾ ಕರಿನ್ಯಾತ್, ಅನಿ ತೆನಿ ದುಸ್ರ್ಯಾಂಚ್ಯಾ ವರ್‍ತಿ ದಯಾ ಹೊಂವ್ದಿ ಕರಾನ್ ಹೊಂವ್ದಿತ್ ದಾಕ್ವಿನ್ಯಾತ್.