Romans 1:32 — Compare Translations
7 translations compared side by side
Odia - 1840
"ସମାନେେ ପରମେଶ୍ବରଙ୍କ ବ୍ଯବସ୍ଥା ଜାଣନ୍ତି। ସମାନେେ ଜାଣନ୍ତି ଯେ ପରମେଶ୍ବରଙ୍କ ବ୍ଯବସ୍ଥା କୁ ହେ, ଯେଉଁ ଲୋକ ଏହି ଭଳି ଜୀବନ ଯାପନ କରୁଛି, ସେ ମରିବା ଉଚ଼ିତ। କିନ୍ତୁ ସମାନେେ ଏହି ମନ୍ଦକାର୍ୟ୍ଯ ଗୁଡ଼ିକ କରି ଚ଼ାଲନ୍ତି। ଯେଉଁ ଲୋକମାନେ ଏହିଭଳି କାମ କରନ୍ତି, ସମାନଙ୍କେୁ ମଧ୍ଯ ସମାନେେ ସମର୍ଥନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ଵରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହିପ୍ରକାର ଆଚରଣ କରନ୍ତି, ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଜାଣନ୍ତି ଯେ, ଈଶ୍ୱରଙ୍କ ବିଧାନ ଅନୁଯାୟୀ ଏହିପରି ଲୋକମାନେ ମୃତ୍ୟୁଦଣ୍ଡ ପାଇବା ପାଇଁ ଯୋଗ୍ୟ। ଏହା ଜାଣି ସୁଦ୍ଧା ସେମାନେ ସେହିପରି କୁକର୍ମ କରୁଥା’ନ୍ତି ଓ ତାହା କରୁଥିବା ଲୋକମାନଙ୍କୁ ଅନୁମୋଦନ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି। ସେମାନେ ଜାଣନ୍ତି ଯେ ପରମେଶ୍ୱରଙ୍କ ବ୍ୟବସ୍ଥା କୁହେ, ଯେଉଁ ଲୋକ ଏହିଭଳି ଜୀବନଯାପନ କରୁଛି, ସେ ମରିବା ଉଚିତ୍। କିନ୍ତୁ ସେମାନେ ଏହି ମନ୍ଦକାର୍ଯ୍ୟ ଗୁଡ଼ିକ କରି ଗ୍ଭଲନ୍ତି। ଯେଉଁ ଲୋକମାନେ ଏହିଭଳି କାମ କରନ୍ତି, ସେମାନଙ୍କୁ ମଧ୍ୟ ସେମାନେ ସମର୍ଥନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ବରଙ୍କର ଏହି ବିଧିବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ୱରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ವಾಟೆನ್ ಚಲ್ತಲ್ಯಾಕ್ನಿ ಮರ್ನಾಚಿ ಶಿಕ್ಷಾ ಹೊತಾ, ಮನುನ್ ದೆವಾಚೊ ಖಾಯ್ದೊ ಸಾಂಗ್ತಾ. ಮನುನ್ ತೆಂಕಾ ಗೊತ್ತ್ ಹಾಯ್ ಜಾಲ್ಯಾರ್ಬಿ, ತೆನಿ ಹೆ ಸಗ್ಳೆ ಕರ್ತ್ಯಾತ್ ಎವ್ಡೆಚ್ ನ್ಹಯ್, ಹೆ ಸಗ್ಳೆ ಕರ್ತಲ್ಯಾ ದುಸ್ರ್ಯಾಕ್ನಿ ತೆನಿ ಅನಿ ಉಲ್ಲಿ ಉಮ್ಮೆದ್ ಭರ್ತ್ಯಾತ್.