Romans 1:4 — Compare Translations
7 translations compared side by side
Odia - 1840
"ସେ ଦାଉଦଙ୍କ ବଂଶ ରେ ମନୁଷ୍ଯ ରୂପରେ ଜନ୍ମ ହାଇେଥିଲେ। କିନ୍ତୁ, ପବିତ୍ର ଆତ୍ମା ଦ୍ବାରା ପୁନରୁତ୍ଥାନର ଫଳ ସ୍ବରୂପ ସେ ମହାନ ଶକ୍ତି ସହିତ ପରମେଶ୍ବରଙ୍କର ପୁତ୍ର ରୂପେ ଘୋଷିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଧର୍ମମୟ ଆତ୍ମା ସମ୍ଵନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ଵାରା ଈଶ୍ଵରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଦିଷ୍ଟ ହେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତାଙ୍କ ଐଶ୍ୱରିକ ପବିତ୍ରତା ହେତୁ ସେ ଈଶ୍ୱରଙ୍କ ପୁତ୍ର ବୋଲି ପ୍ରକାଶିତ ହେଲେ। ମୃତ୍ୟୁରୁ ତାଙ୍କର ଅଲୌକିକ ପୁନରୁତ୍ଥାନ ଦ୍ୱାରା ଏହା ଆହୁରି ସ୍ପଷ୍ଟ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦାଉଦଙ୍କ ବଂଶରେ ମନୁଷ୍ୟ ରୂପରେ ଜନ୍ମ ହୋଇଥିଲେ। କିନ୍ତୁ, ପବିତ୍ରଆତ୍ମା ଦ୍ୱାରା ପୁନରୁତ୍ଥାନର ଫଳ ସ୍ୱରୂପ ସେ ମହାନ ଶକ୍ତି ସହିତ ପରମେଶ୍ୱରଙ୍କର ପୁତ୍ର ରୂପେ ଘୋଷିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ୱରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ದೈವಿಕ್ ಪವಿತ್ರ್ ಪಾನಾನ್, ತೊ ಮರಲ್ಲ್ಯಾತ್ನಾ ಝಿತ್ತೊ ಹೊವ್ನ್ ಉಟಲ್ಲ್ಯಾ ವೈನಾ ತೊ ದೆವಾಚೊ ಲೆಕ್ ಮನುನ್ ಮೊಟ್ಯಾ ರಿತಿನ್ ದಾಕ್ವುನ್ ದಿವ್ನ್ ಹೊಲ್ಲೆ ಹಾಯ್.