Romans 1:5 — Compare Translations
7 translations compared side by side
Odia - 1840
"ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ପରମେଶ୍ବର ମାେତେ ବାର୍ତ୍ତାବହ ହବୋର ବିଶଷେ କାର୍ୟ୍ଯ ଦଇେଛନ୍ତି। ପରମେଶ୍ବର, ଏହା ଦ୍ବାରା ସମସ୍ତ ଜାତିର ଲୋକଙ୍କ ମନ ରେ ତାହାଙ୍କ ପ୍ରତି ବିଶ୍ବାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମାେତେ ଦେଲେ। ମୁଁ ଏହି କାମ ଯୀଶୁଖ୍ରୀଷ୍ଟଙ୍କ ପାଇଁ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ବିଜାତିମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ଆହ୍ଵାନ ପ୍ରାପ୍ତ ହୋଇଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ଲାଗି ଈଶ୍ୱର ମୋତେ ପ୍ରେରିତ ଶିଷ୍ୟରୂପେ ମନୋନୀତ କରି ସବୁ ଜାତିର ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ ସୁଯୋଗ ଦେଇଛନ୍ତି - ଯେପରି ସେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ କରି ତାଙ୍କର ଆଜ୍ଞାବହ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରମେଶ୍ୱର ମୋତେ ବାର୍ତ୍ତାବହ ହେବାର ବିଶେଷ କାର୍ଯ୍ୟ ଦେଇଛନ୍ତି। ପରମେଶ୍ୱର, ଏହା ଦ୍ୱାରା ସମସ୍ତ ଜାତିର ଲୋକଙ୍କ ମନରେ ତାହାଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମୋତେ ଦେଲେ। ମୁଁ ଏହି କାମ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ವಿಶ್ವಾಸಾತ್ ಅನಿ ದೆವಾಕ್ ಖಾಲ್ತಿ ಹೊವ್ನ್ ಚಲ್ತಲ್ಯಾತ್ ಸಗ್ಳ್ಯಾ ದೆಶಾನಿತ್ಲ್ಯಾ ಲೊಕಾಕ್ನಿ ಚಾಲ್ವುನ್ ನ್ಹೆವ್ಸಾಟ್ನಿ, ತೆಚ್ಯಾ ವೈನಾ ಕ್ರಿಸ್ತಾ ಸಾಟ್ನಿ ಎಕ್ ಅಪೊಸ್ತಲ್ ಹೊತಲೊ ಅವ್ಕಾಸ್ ದೆವಾನ್ ಮಾಕಾ ಕರುನ್ ದಿಲ್ಯಾನ್,