Romans 1:6 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ମଧ୍ଯ ଯୀଶୁଖ୍ରୀଷ୍ଟଙ୍କର ହବୋ ପାଇଁ ଡ଼କା ଯାଇଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ନାମର ଗୌରବ ନିମନ୍ତେ ସେହି ବିଜାତି ସମସ୍ତେ ଯେପରି ବିଶ୍ଵାସ କରି ଆଜ୍ଞାକାରୀ ହୁଅନ୍ତି, ଏଥିନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରୋମର ଅଧିବାସୀ! ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଅନୁଗାମୀ ହେବା ପାଇଁ ଆହୂତ ହୋଇଅଚ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କର ହେବା ପାଇଁ ଡକା ଯାଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୁଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥିନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୂଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥି ନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಲೊಕಾತ್ನಿ ತುಮಿ ದೆವಾನ್, ಜೆಜು ಕ್ರಿಸ್ತಾಚಿ ಲೊಕಾ ಮನುನ್ ಬಲ್ವಲ್ಲಿ ರೊಮಾತ್ ಅಸಲ್ಲಿ ಲೊಕಾಬಿ ಹಾಸಿ.