Romans 1:7 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ରୋମର ଯେଉଁମାନଙ୍କୁ ଈଶ୍ୱର ପ୍ରେମ କରନ୍ତି ଓ ତାଙ୍କ ନିଜ ଲୋକ ହେବା ପାଇଁ ଆହ୍ୱାନ କରିଛନ୍ତି, ସେ ସମସ୍ତଙ୍କୁ ମୁଁ ଏ ପତ୍ର ଲେଖୁଛି। ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତିପ୍ରାପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ತುಮ್ಕಾ ಸಗ್ಳ್ಯಾಕ್ನಿ ದೆವಾನ್ ಪ್ರೆಮ್ ಕರ್‍ತಲ್ಯಾ ಅನಿ ಅಪ್ನಾಚಿ ಸ್ವತಾಚಿ ಲೊಕಾ ಮನುನ್ ಬಲ್ವುತಲ್ಯಾ ರೊಮಾತ್ಲ್ಯಾ ಲೊಕಾಕ್ನಿ ಮಿಯಾ ಲಿವ್ತಾ. ದೆವ್ ಅಮ್ಚೊ ಬಾಬಾ ಅನಿ ಧನಿ ಜೆಜು ಕ್ರಿಸ್ತ್ ತುಮ್ಕಾ ಕುರ್ಪಾ ಅನಿ ಶಾಂತಿ ದಿಂವ್ದಿತ್.