Romans 1:8 — Compare Translations
7 translations compared side by side
Odia - 1840
"ସର୍ବପ୍ରଥମେ ମୁଁ କହିବାକୁ ଚା ହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମାରେ ପରମେଶ୍ବରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଧନ୍ଯବାଦ ଦେଉଛି। ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ବାସ ବିଷୟ ରେ ସାରା ସଂସାର ଚର୍ଚ୍ଚା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ଵାସର ସୁସମ୍ଵାଦ ଯେ ସମୁଦାୟ ଜଗତରେ ଶୁଣା ଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ବୋଲି ପୃଥିବୀରେ ସର୍ବତ୍ର ପରିଚିତ। ଏଥିପାଇଁ ତୁମ ସମସ୍ତଙ୍କ ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମରେ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି।
Odia Bible ERV 2004 (ପବିତ୍ର ବାଇବଲ)
ଧନ୍ୟବାଦ ପ୍ରାର୍ଥନା ସର୍ବପ୍ରଥମେ ମୁଁ କହିବାକୁ ଗ୍ଭହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମୋର ପରମେଶ୍ୱରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧନ୍ୟବାଦ ଦେଉଛି। ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ୱାସ ବିଷୟରେ ସାରା ସଂସାର ଚର୍ଚ୍ଚା କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಯ್ಲೆ ಮಿಯಾ ಕ್ರಿಸ್ತಾ ವೈನಾ ತುಮ್ಚ್ಯಾಸಾಟ್ನಿ ಮಾಜ್ಯಾ ದೆವಾಕ್ ಧನ್ಯವಾದ್ ದಿತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಸಗ್ಳೊ ಜಗುಚ್ ತುಮ್ಚ್ಯಾ ವಿಶ್ವಾಸಾಚ್ಯಾ ವಿಶಯಾತ್ ಆಯ್ಕುಕ್ ಲಾಗ್ಲಾ.