Romans 1:9 — Compare Translations

7 translations compared side by side

Odia - 1840
"ପ୍ରତିଥର ମୁଁ ପ୍ରାର୍ଥନା କଲା ବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ଵରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇ ପାରେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସର୍ବାନ୍ତଃକରଣରେ ମୁଁ ଯେଉଁ ଈଶ୍ୱରଙ୍କର ସେବା କରୁଛି ଓ ଯେଉଁ ଈଶ୍ୱରଙ୍କ ପୁତ୍ରଙ୍କ ସମ୍ପର୍କରେ ଶୁଭ ବାର୍ତ୍ତା ପ୍ରଚାର କରୁଛି, ସେହି ଈଶ୍ୱର ମୋର ସାକ୍ଷୀ। ମୁଁ ଯାହା କହୁଛି; ତାହା ସତ୍ୟ,
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିଥର ମୁଁ ପ୍ରାର୍ଥନା କଲାବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ବରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇପାରେ,
Odia IRV 2017 (ଓଡିଆ ବାଇବେଲ)
କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ୱରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇ ପାରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಲೆಕಾಚಿ ಬರಿ ಖಬರ್ ಸಾಂಗ್ತಲ್ಯಾ ವಿಶಯಾತ್ಲಿ ದೆವಾಚಿ ಸೆವಾ ಮಿಯಾ ಮಾಜ್ಯಾ ಸಗ್ಳ್ಯಾ ಮನಾನ್ ಕರುಕ್ ಲಾಗ್ಲಾ ಮನುನ್ ಮಿಯಾ ಖರೆಚ್ ಸಾಂಗ್ತಾ, ದೆವುಚ್ ಹೆಕಾ ಸಾಕ್ಷಿ, ಮಿಯಾ ಹರಿಎಗ್ದಾ ಮಾಗ್ನಿ ಕರ್‍ತಾನಾ ತುಮ್ಚಿ ಯಾದ್ ಕಾಡ್ತಾ ಮನುನ್ ದೆವಾಕ್ ಗೊತ್ತ್ ಹಾಯ್.