Romans 10:1 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛା ଯେ ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ଵରଙ୍କ ଛାମୁରେ ମୋହର ପ୍ରାର୍ଥନା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ମୋ’ ନିଜ ଜାତିର ଲୋକେ ପରିତ୍ରାଣ ପାଆନ୍ତୁ, ଏହା ମୋର ଆନ୍ତରିକ ଇଚ୍ଛା ଓ ଈଶ୍ୱରଙ୍କଠାରେ ଏହା ମୋର ଏକାନ୍ତ ପ୍ରାର୍ଥନା।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛି ଯେ, ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ମୋହର ପ୍ରାର୍ଥନା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ಮಾಜಿ ಸ್ವತಾಚಿ ಲೊಕಾ ಬಚಾವ್ ಹೊವ್ಚೆ ಮನುನ್ ಮಿಯಾ ಕವ್ಡಿಕಿ ಆಶಾ ಕರ್‍ತಾ! ಮಿಯಾ ಕವ್ಡೆಕಿ ತೆಂಚ್ಯಾ ಸಾಟ್ನಿ ದೆವಾಕ್ಡೆ ಮಾಗ್ತಾ!