Romans 10:11 — Compare Translations
7 translations compared side by side
Odia - 1840
"ଶାସ୍ତ୍ର କ ହେ: ୟିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ବାସ କରେ ସେ ଲଜ୍ଜତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଶାସ୍ତ୍ର କହେ, ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଲଜ୍ଜିତ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ର ଅନୁଯାୟୀ, “ତାଙ୍କଠାରେ ବିଶ୍ୱାସ କରି କେହି ବିଫଳ ହେବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ର କୁହେ: “ଯିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ಮನ್ತಾ, “ಜೆ ಕೊನ್ ತೆಚೆ ವರ್ತಿ ವಿಶ್ವಾಸ್ ಕರ್ತ್ಯಾತ್ ತೆನಿ ನಿರಾಸ್ ಹೊಯ್ನ್ಯಾತ್”.