Romans 10:12 — Compare Translations

7 translations compared side by side

Odia - 1840
"ଏଠା ରେ ୟିଏ ର ଅର୍ଥ ଯିହୂଦୀ ଓ ଅଣଯିହୂଦୀମାନଙ୍କ ଭିତ ରେ ଭଦେ ନଥିବା ସୂଗ୍ଭଏ। ସମସ୍ତ ଲୋକଙ୍କର ଜଣେ ପ୍ରଭୁ। ଯେଉଁ ଲୋକେ ତାହାଙ୍କୁ ବିଶ୍ବାସ କରନ୍ତି, ପରମେଶ୍ବର ସମାନଙ୍କେୁ ଅନକେ ଆଶୀର୍ବାଦ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯିହୁଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ଵରୂପ ।
Odia BSI (ପବିତ୍ର ବାଇବଲ (CL) NT (BSI))
କୌଣସି ଭେଦାଭେଦ ନ ଥାଇ, ଏ କଥା ଇହୁଦୀ, ଅଣଇହୁଦୀ ସମସ୍ତଙ୍କ ପ୍ରତି ପ୍ରଯୁଜ୍ୟ। କେବଳ ଈଶ୍ୱର ସମସ୍ତଙ୍କର ପ୍ରଭୁ। ଯେଉଁମାନେ ତାଙ୍କର ସାହାଯ୍ୟ ପ୍ରାର୍ଥନା କରନ୍ତି, ସେମାନଙ୍କୁ ସେ ପ୍ରଚୁର ଆଶୀର୍ବାଦ ଦିଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏଠାରେ “ଯିଏ” ର ଅର୍ଥ ଯିହୂଦୀ ଓ ଅଣଯିହୂଦୀମାନଙ୍କ ଭିତରେ ଭେଦ ନ ଥିବା ସୂଗ୍ଭଏ। ସମସ୍ତ ଲୋକଙ୍କର ଜଣେ ପ୍ରଭୁ। ଯେଉଁ ଲୋକେ ତାହାଙ୍କୁ ବିଶ୍ୱାସ କରନ୍ତି, ପରମେଶ୍ୱର ସେମାନଙ୍କୁ ଅନେକ ଆଶୀର୍ବାଦ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯିହୁଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯିହୂଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳ್ಯಾಂಚ್ಯಾ ವಿಶಯಾತ್‍ಬಿ ಸಾಂಗಲ್ಲೆ ಹಾಯ್ ಕಶ್ಯಾಕ್ ಮಟ್ಲ್ಯಾರ್, ಹ್ಯಾತುರ್ ಜುದೆವ್ ಅನಿ ಜುದೆವ್ ನ್ಹಯ್ ಹೊತ್ತೊ ಮನ್ತಲೊ ಭೆದ್ ನಾ, ದೆವ್ ಸಗ್ಳ್ಯಾಕ್ನಿಬಿ ಎಕುಚ್ ನಮುನ್ಯಾಚೊ ಧನಿ ಅನಿ ಜೆ ಕೊನ್ ತೆಕಾ ಬಲ್ವುತ್ಯಾತ್ ತೆಂಕಾ ತೊ ಭರ್ಪುರ್ ಆಶಿರ್ವಾದಾ ದಿತಾ.