Romans 10:13 — Compare Translations
7 translations compared side by side
Odia - 1840
"ଶାସ୍ତ୍ର କୁ ହେ: ପ୍ରଭୁଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକ ପରିତ୍ରାଣ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେକେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରରେ ସ୍ପଷ୍ଟ ଉଲ୍ଲିଖିତ ଅଛି, “ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।”
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ର କୁହେ: “ପ୍ରଭୁଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରିତ୍ରାଣ ପାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ಮನ್ತಾ; “ಧನಿಯಾಕ್ ಮಜತ್ ಕರ್ ಯೆ” ಮನುನ್ ಜೆ ಕೊನ್ ಬಲ್ವುತಾ ತೊ ಹರಿ ಎಕ್ಲೊ ಬಚಾವ್ ಹೊತಾ.