Romans 10:14 — Compare Translations
7 translations compared side by side
Odia - 1840
"କିନ୍ତ ଲୋକେ ବିଶ୍ବାସ କଲା ପରେ ହିଁ ପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡାକି ପାରିବେ। ତାହାଙ୍କ ବିଷୟ ରେ ଶୁଣି ସାରିଲା ପରେ ହିଁ, ଲୋକେ ତାହାଙ୍କ ବିଷୟ ରେ ବଶ୍ବାସ କରି ପାରିବେ। କିଏ ଜଣେ ସମାନଙ୍କେୁ କହିଲା ପରେ ହିଁ ଲୋକେ ତାହାଙ୍କ ବିଷୟ ରେ ଶୁଣି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯାହାଙ୍କୁ ସେମାନେ ବିଶ୍ଵାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ଵାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତାଙ୍କଠାରେ ବିଶ୍ୱାସ ନ କରି ସେମାନେ କିପରି ତାଙ୍କୁ ପ୍ରାର୍ଥନା କରିବେ? ପୁଣି ତାଙ୍କ ବିଷୟରେ ସୁସମାଚାର ନ ଶୁଣି ସେମାନେ କିପରି ବିଶ୍ୱାସ କରିବେ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତ ଲୋକେ ବିଶ୍ୱାସ କଲା ପରେ ହିଁ ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକି ପାରିବେ। ତାହାଙ୍କ ବିଷୟରେ ଶୁଣି ସାରିଲା ପରେ ହିଁ, ଲୋକେ ତାହାଙ୍କ ବିଷୟରେ ବିଶ୍ୱାସ କରି ପାରିବେ। କିଏ ଜଣେ ସେମାନଙ୍କୁ କହିଲା ପରେ ହିଁ ଲୋକେ ତାହାଙ୍କ ବିଷୟରେ ଶୁଣି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?
Odia IRV 2017 (ଓଡିଆ ବାଇବେଲ)
ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାଁନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାଁନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ ತೆಚ್ಯಾ ವರ್ತಿ ವಿಶ್ವಾಸುಚ್ ಕರಲ್ಲೊ ನಸ್ಲ್ಯಾರ್ ಮಜತ್ ಕರುಕ್ ಕಶೆ ಬಲ್ವುಕ್ ಹೊತಾ? ಅನಿ ತೆನಿ ದೆವಾಚಿ ಬಾತ್ಮಿಚ್ ಆಯ್ಕಲ್ಲಿ ನಸ್ಲ್ಯಾರ್ ವಿಶ್ವಾಸ್ ತರ್ ಕಶೆ ಕರುಕ್ ಹೊತಾ? ಬಾತ್ಮಿಚ್ ಸಾಂಗುನ್ ಹೊಲ್ಲಿ ನಸ್ಲ್ಯಾರ್ ತೆನಿ ಆಯಿಕ್ತಲೆ ಕಶೆ?