Romans 10:16 — Compare Translations

7 translations compared side by side

Odia - 1840
"ମାତ୍ର ସମସ୍ତେ ସୁମାଗ୍ଭରକୁ ଗ୍ରହଣ କରି ନାହାଁନ୍ତି। ୟିଶାଇୟ କହନ୍ତି: ହେ ପ୍ରଭୁ, ଆମ୍ଭ ଉପଦେଶ ଗୁଡିକ କିଏ କ'ଣ ବିଶ୍ବାସ କଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ । କାରଣ ଯିଶାଇୟ କହନ୍ତି, ‘ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ଵାଦ ବିଶ୍ଵାସ କରିଅଛିଣ?ʼ
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସମସ୍ତେ ସେହି ସୁସମାଚାର ଗ୍ରହଣ କରି ନାହାନ୍ତି। ସେଥିପାଇଁ ଯିଶାଇୟ ଲେଖିଛନ୍ତି, “ପ୍ରଭୁ, ଆମ ବାର୍ତ୍ତା ଶୁଣି କିଏ ବିଶ୍ୱାସ କରିଛି?”
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସମସ୍ତେ ସୁସମାଗ୍ଭରକୁ ଗ୍ରହଣ କରି ନାହାନ୍ତି। ଯିଶାଇୟ କହନ୍ତି: “ହେ ପ୍ରଭୁ, ଆମ୍ଭ ଉପଦେଶ ଗୁଡ଼ିକ କିଏ କ’ଣ ବିଶ୍ୱାସ କଲା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ । କାରଣ ଯିଶାଇୟ କହନ୍ତି, "ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?'
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸಗ್ಳೆ ಜಾನಾನಿ ಬರಿ ಖಬರ್ ಸ್ವಿಕಾರ್ ಕರುಕ್‍ನ್ಯಾತ್. ಇಸಾಯಿಯಾ ಅಪ್ನಿಚ್ ಮನ್ತಾ, “ಸರ್ವೆಸ್ವರಾ ಅಮ್ಚ್ಯಾ ಬಾತ್ಮಿ ವರ್‍ತಿ ಕೊನ್ ವಿಶ್ವಾಸ್ ಕರ್‍ಲ್ಯಾನಿ?”