Romans 10:17 — Compare Translations
7 translations compared side by side
Odia - 1840
"ସୁସମାଗ୍ଭର ଶୁଣିଲେ ବିଶ୍ବାସ ହୁଏ ଓ ଜଣେ କିଏ ଖ୍ରୀଷ୍ଟଙ୍କ ବିଷୟ ରେ କହିଲେ ଲୋକେ ଶୁଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ବିଶ୍ଵାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ଵାରା ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁସମାଚାର ଶୁଣିବା ଦ୍ୱାରା ବିଶ୍ୱାସ ଜାତ ହୁଏ ଏବଂ ଖ୍ରୀଷ୍ଟଙ୍କୁ ପ୍ରଚାର କରିବା ହିଁ ସେହି ସୁସମାଚାର।
Odia Bible ERV 2004 (ପବିତ୍ର ବାଇବଲ)
ସୁସମାଗ୍ଭର ଶୁଣିଲେ ବିଶ୍ୱାସ ହୁଏ ଓ ଜଣେ କିଏ ଖ୍ରୀଷ୍ଟଙ୍କ ବିଷୟରେ କହିଲେ ଲୋକେ ଶୁଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ, ಬರಿ ಖಬರ್ ಆಯ್ಕಲ್ಲ್ಯಾ ವೈನಾ ವಿಶ್ವಾಸ್ ಯೆತಾ, ಅನಿ ಬಾತ್ಮಿ ಕ್ರಿಸ್ತಾಚ್ಯಾ ವಿಶಯಾತ್ ಬಾತ್ಮಿ ಸಾಂಗ್ತಲ್ಯಾ ವೈನಾ ಯೆತಾ.