Romans 10:18 — Compare Translations
7 translations compared side by side
Odia - 1840
"କିନ୍ତୁ ମୁଁ ପଗ୍ଭରୁଛି: କଣ ଲୋକେ ସୁସମାଗ୍ଭର ଶୁଣି ନାହାନ୍ତି? ହଁ ସମାନେେ ଶୁଣିଛନ୍ତି। ଶାସ୍ତ୍ର କୁ ହେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ କହେ, ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ଵର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ପ୍ରଶ୍ନ କରେ: ସେମାନେ କଅଣ ସେହି ବାର୍ତ୍ତା ଶୁଣି ନାହାନ୍ତି? ନିଶ୍ଚୟ ଶୁଣିଛନ୍ତି, କାରଣ ଶାସ୍ତ୍ରରେ ଲେଖାଅଛି: “ସେମାନଙ୍କ ସ୍ୱର ଜଗତ ସାରା ବ୍ୟାପି ଯାଇଛି, ସେମାନଙ୍କ କଥା ପୃଥିବୀର ଶେଷ ପ୍ରାନ୍ତ ଯାଏ ଶୁଣାଯାଇଛି।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ପଗ୍ଭରୁଛି: “କ’ଣ ଲୋକେ ସୁସମାଗ୍ଭର ଶୁଣି ନାହାନ୍ତି?” ହଁ ସେମାନେ ଶୁଣିଛନ୍ତି। ଶାସ୍ତ୍ର କୁହେ: “ସେମାନଙ୍କର ସ୍ୱର ଜଗତର ସର୍ବତ୍ର ଖେଳିଗଲା। ସେମାନଙ୍କ ବାକ୍ୟ ଜଗତର ପ୍ରାନ୍ତରର ଶେଷଭାଗ ପର୍ଯ୍ୟନ୍ତ ଖେଳିଗଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ କହେ, ସେମାନେ କି ଶୁଣି ନାହାଁନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ ಇಚಾರ್ತಾ: ತೆನಿ ಬಾತ್ಮಿ ಆಯ್ಕಿನಸಲ್ಲೆ ಖರೆ ಹಾಯ್? ಹೊಯ್ ತೆನಿ ಖರೆ ಹೊತ್ತೆ ಕರ್ಲ್ಯಾನಿ. ಕಶ್ಯಾಕ್ ಮಟ್ಲ್ಯಾರ್ ಪವಿತ್ರ್ ಪುಸ್ತಕ್ ಮನ್ತಾ, ತೆಂಚ್ಯಾ ಧನಾಚೊ ಅವಾಜ್ ಸಗ್ಳ್ಯಾ ಜಗಾವರ್ತಿ ಜಾವ್ನ್ ಪಾವ್ಲೊ: ತೆಂಚ್ಯಾ ಗೊಸ್ಟಿಯಾ ಜಿಮ್ನಿಚ್ಯಾ ಆಕ್ರಿ ಪತರ್ ಜಾವ್ನ್ ಪಾವ್ಲ್ಯಾತ್: