Romans 10:2 — Compare Translations
7 translations compared side by side
Odia - 1840
"ମୁଁ ବିଶ୍ବାସ ପୂର୍ବକ ସମାନଙ୍କେ ବିଷୟ ରେ କହିପା ରେ, ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଅନୁକରଣ କରିବା ପାଇଁ ଚାହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ପ୍ରତି ସେମାନଙ୍କର ପ୍ରଗାଢ଼ ଭକ୍ତି ରହିଛି, କିନ୍ତୁ ସେହି ଭକ୍ତି ପ୍ରକୃତ ଜ୍ଞାନ ଉପରେ ଆଧାରିତ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବିଶ୍ୱାସ ପୂର୍ବକ ସେମାନଙ୍କ ବିଷୟରେ କହିପାରେ, ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଅନୁକରଣ କରିବା ପାଇଁ ଗ୍ଭହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ ತೆಂಚಿ ಭಕ್ತಿ ದೆವಾ ವರ್ತಿ ಲೈ ಘಟ್ ಹಾಯ್, ಖರೆ ತೆಂಚಿ ಭಕ್ತಿ ಖರ್ಯಾ ಬುದ್ವಂತ್ಕಿ ವರ್ತಿ ಠಿಕುನ್ ನಾ.