Romans 10:20 — Compare Translations
7 translations compared side by side
Odia - 1840
"ଏହା ପରେ ୟିଶାଇୟ ନିର୍ଭୟ ହାଇେ କହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାପରେ ଯିଶାଇୟ ସାହସରେ କହନ୍ତି, ‘ଯେଉଁମାନେ ଆମ୍ଭର ଅନ୍ଵେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ ।ʼ
Odia BSI (ପବିତ୍ର ବାଇବଲ (CL) NT (BSI))
ଯିଶାଇୟ ଆହୁରି ସାହସର ସହିତ କହିଛନ୍ତି, “ଆମ୍ଭଙ୍କୁ ଅନ୍ୱେଷଣ କରୁ ନ ଥିବା ଲୋକମାନେ ଆମ୍ଭର ସନ୍ଧାନ ପାଇଲେ; ଯେଉଁମାନେ ଆମର ଅନୁସନ୍ଧାନ କରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିଶାଇୟ ନିର୍ଭୟ ହୋଇ କହନ୍ତି: “ଯେଉଁ ଲୋକମାନେ ମୋତେ ଖୋଜୁ ନ ଥିଲେ ସେମାନେ ପାଇଲେ। ଯେଉଁମାନେ ଖୋଜି ନାହାନ୍ତି ସେମାନଙ୍କ ପାଇଁ ମୁଁ ନିଜକୁ ପ୍ରକାଶ କଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ ଯିଶାଇୟ ସାହସରେ କହନ୍ତି, “ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”
Odia IRV 2017 (ଓଡିଆ ବାଇବେଲ)
ତାହା ପରେ ଯିଶାଇୟ ସାହସରେ କହନ୍ତି, "ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ ।'
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಸಾಯಿಯಾ ಅನಿ ಉಲ್ಲೆ ಬರೆ ಕರುನ್ ಸಾಂಗ್ತಾ, ಕೊನ್ ಮಾಜಿ ವಾಟ್ ರಾಕುನ್ಗೆತ್ ನತ್ತೆ, ತೆಂಕಾ ಮಿಯಾ ಗಾವ್ಲೊ; ಜೆ ಕೊನ್ ಮಾಜ್ಯಾ ವಿಶಯಾತ್ ಇಚಾರಿನಸಿತ್ ತೆಂಕಾ ಮಿಯಾ ದಿಸ್ಲೊ!