Romans 10:3 — Compare Translations
7 translations compared side by side
Odia - 1840
"ସମାନେେ ଜାଣି ନଥିଲେ ଯେ, ପରମେଶ୍ବର କିପରି ତାହାଙ୍କ ସହିତ ଲୋକମାନଙ୍କୁ ଧାର୍ମିକ କହନ୍ତି। ସମାନେେ ଧାର୍ମିକ ହବୋ ପାଇଁ ନିଜର ଉପାୟ ଦ୍ବାରା ଚେଷ୍ଟା କଲେ। ଅତଏବ ସମାନେେ ଧାର୍ମିକତା ବୋଲି ଗଣିତ ପରମେଶ୍ବରଙ୍କ ମାର୍ଗର ଅନୁ ସରଣ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଈଶ୍ଵରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ଵରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟକୁ ଧାର୍ମିକ ରୂପେ ଗ୍ରହଣ କରିବା ପାଇଁ ଈଶ୍ୱରନିରୂପିତ ଉପାୟ ଅବଲମ୍ବନ ନ କରି ସେମାନେ ଧାର୍ମିକ ହେବାକୁ ନିଜ ପଥରେ ଚାଲିଛନ୍ତି। ତେଣୁ ସେମାନେ ଈଶ୍ୱରଙ୍କ ସେହି ପଥ ପରିତ୍ୟାଗ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଜାଣି ନ ଥିଲେ ଯେ, ପରମେଶ୍ୱର କିପରି ତାହାଙ୍କ ସହିତ ଲୋକମାନଙ୍କୁ ଧାର୍ମିକ କରନ୍ତି। ସେମାନେ ଧାର୍ମିକ ହେବା ପାଇଁ ନିଜର ଉପାୟ ଦ୍ୱାରା ଚେଷ୍ଟା କଲେ। ଅତଏବ ସେମାନେ ଧାର୍ମିକତା ବୋଲି ଗଣିତ ପରମେଶ୍ୱରଙ୍କ ମାର୍ଗର ଅନୁସରଣ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଈଶ୍ୱରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ୱରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ಖಲ್ಯಾ ರಿತಿನ್ ಲೊಕಾಕ್ನಿ ಅಪ್ನಾಚ್ಯಾ ವಾಂಗ್ಡಾ ಖರ್ಯಾ ವಾಟೆನ್ ಚಲ್ತಲಿ ಲೊಕಾ ಮನುನ್ ಘೆತಾ ಮನ್ತಲೆ ತೆಂಕಾ ಗೊತ್ತ್ ನತ್ತೆ, ಹೆಚ್ಯಾ ಬದ್ಲಾಕ್, ತೆನಿ ತೆಂಚ್ಯಾ ವಾಟಾಚ್ ಸಮಾ ಕರುಕ್ ಬಗಟ್ಲ್ಯಾನಿ, ಅನಿ ಹೆಕಾ ಲಾಗುನ್ ತೆನಿ ದೆವಾನ್ ಲೊಕಾಕ್ನಿ ಖರ್ಯಾ ವಾಟೆನ್ ಚಲ್ತಲಿ ಮನುನ್ ಥವ್ತಲ್ಯಾ ವಾಟೆಕ್ ತೆಂಕಾಚ್ ಒಪ್ಸುನ್ ದಿವ್ಕ್ ನ್ಯಾಯ್.