Romans 10:4 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟ ବ୍ଯବସ୍ଥାକୁ ସମାପ୍ତ କଲେ ଯେପରି, ତାହାଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କଠା ରେ ଧାର୍ମିକ ହାଇେ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରତ୍ୟେକ ବିଶ୍ଵାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ହିଁ ବ୍ୟବସ୍ଥାର ଚୂଡ଼ାନ୍ତ, କେବଳ ତାଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମନୁଷ୍ୟ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ବ୍ୟବସ୍ଥାକୁ ସମାପ୍ତ କଲେ ଯେପରି, ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ମୋଶାଙ୍କ ବ୍ୟବସ୍ଥାର ଶେଷ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಕ್ರಿಸ್ತಾನ್ ಖಾಯ್ದ್ಯಾಕ್ ಎಕ್ ಸರ್ತಲ್ಯಾ ಹಂತಾಕ್ ಹಾನಲ್ಲ್ಯಾನ್, ತೆಚೆಸಾಟ್ನಿ ಜೆ ಕೊನ್ ವಿಶ್ವಾಸ್ ಕರ್‍ತ್ಯಾತ್ ತೆಂಕಾ ಹರಿಎಕ್ಲ್ಯಾಕ್ನಿ ಖರ್ಯಾ ವಾಟೆನ್ ಚಲಲ್ಲೆ ಮನುನ್ ದೆವಾಚ್ಯಾ ವಾಂಗ್ಡಾ ಥವ್ನ್ ಹೊತಾ.