Romans 10:5 — Compare Translations

7 translations compared side by side

Odia - 1840
"ବ୍ଯବସ୍ଥା ପାଳନ ଦ୍ବାରା ଧାର୍ମିକ ହବୋ ବିଷୟ ରେ ମାଶାେ କହିଛନ୍ତି: ଯେଉଁ ଲୋକ ବ୍ଯବସ୍ଥା ପାଳନ ଦ୍ବାରା ଜୀବନ ପାଇବା ପାଇଁ ଚେଷ୍ଟା କରେ, ସେ ନିଜର କାର୍ୟ୍ଯ ବ୍ଯବସ୍ଥା ଅନୁସାରେ କରିବା ଆବଶ୍ଯକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ଦ୍ଵାରା ବଞ୍ଚିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବ୍ୟବସ୍ଥା ପାଳନ କରିବା ଦ୍ୱାରା ଧାର୍ମିକ ହେବା ବିଷୟରେ ମୋଶା ଲେଖିଛନ୍ତି: “ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି, ସେମାନେ ବଞ୍ଚିବେ।”
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା ପାଳନ ଦ୍ୱାରା ଧାର୍ମିକ ହେବା ବିଷୟରେ ମୋଶା କହିଛନ୍ତି: “ଯେଉଁ ଲୋକ ବ୍ୟବସ୍ଥା ପାଳନ ଦ୍ୱାରା ଜୀବନ ପାଇବା ପାଇଁ ଚେଷ୍ଟା କରେ, ସେ ନିଜର କାର୍ଯ୍ୟ ବ୍ୟବସ୍ଥା ଅନୁସାରେ କରିବା ଆବଶ୍ୟକ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಯ್ಜೆನ್ ಖಾಯ್ದ್ಯಾಕ್ನಿ ಖಾಲ್ತಿ ಹೊವ್ನ್ ಚಲ್ತಲ್ಯಾಕ್ನಿ ಖರ್ಯಾ ವಾಟೆನ್ ಚಲ್ತಲಿ ದೆವಾಚಿ ಲೊಕಾ ಮನುನ್ ಸಾಂಗ್ತಲ್ಯಾಚ್ಯಾ ವಿಶಯಾತ್ ಅಶೆ ಲಿವ್ಲ್ಯಾನಾಯ್; “ಜೊ ಕೊನ್ ಖಾಯ್ದ್ಯಾನಿತ್ಲೊ ಹುಕುಮ್ ಪಾಳ್ತಾ ತೊ ಝಿತ್ತೊ ರ್‍ಹಾತಾ”