Romans 10:6 — Compare Translations
7 translations compared side by side
Odia - 1840
"କିନ୍ତୁ ବିଶ୍ବାସ ଦ୍ବାରା ଧାର୍ମିକ ହବୋ ବିଷୟ ରେ ଶାସ୍ତ୍ର ଏହିପରି କୁ ହେ: ନିଜେ ନିଜକୁ ପଚ୍ଭାର ନାହିଁ ଯେ 'ସ୍ବର୍ଗକୁ କିଏ ୟିବ?'(ଅର୍ଥାତ୍ କିଏ ସ୍ବର୍ଗରୁ ଖ୍ରୀଷ୍ଟଙ୍କୁ ପୃଥିବୀକୁ ଆଣିବ?)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ବିଶ୍ଵାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, ‘କିଏ ସ୍ଵର୍ଗାରୋହଣ କରିବʼ (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇଆଣିବା ନିମନ୍ତେ)?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବିଶ୍ୱାସ ଦ୍ୱାରା ଧାର୍ମିକ ବିବେଚିତ ହେବା ବିଷୟରେ ଶାସ୍ତ୍ରରେ ଲେଖାଅଛି, “କିଏ ସ୍ୱର୍ଗକୁ ଆରୋହଣ କରିବ? (ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ପାଇଁ), ତୁମେ ଏ ପ୍ରଶ୍ନ କରିବା ଅନାବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବିଶ୍ୱାସ ଦ୍ୱାରା ଧାର୍ମିକ ହେବା ବିଷୟରେ ଶାସ୍ତ୍ର ଏହିପରି କୁହେ: “ନିଜେ ନିଜକୁ ପଗ୍ଭର ନାହିଁ ଯେ ‘ସ୍ୱର୍ଗକୁ କିଏ ଯିବ?’”(ଅର୍ଥାତ୍ “କିଏ ସ୍ୱର୍ଗରୁ ଖ୍ରୀଷ୍ଟଙ୍କୁ ପୃଥିବୀକୁ ଆଣିବ?”)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, କିଏ ସ୍ୱର୍ଗାରୋହଣ କରିବ (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ନିମନ୍ତେ)?”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, "ମନେ ମନେ କୁହ ନାହିଁ, "କିଏ ସ୍ୱର୍ଗାରୋହଣ କରିବ' (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇଆଣିବା ନିମନ୍ତେ)?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪವಿತ್ರ್ ಪುಸ್ತಕ್ ವಿಶ್ವಾಸಾಚ್ಯಾ ವೈನಾ ದೆವಾಚ್ಯಾ ವಾಂಗ್ಡಾ ಖರ್ಯಾ ವಾಟೆನ್ ಚಲಲ್ಲಿ ಮನುನ್ ಘೆತಲ್ಯಾಂಚ್ಯಾ ವಿಶಯಾತ್ ಅಶೆ ಮನ್ತಾ “ತುಮ್ಚ್ಯಾತ್ಲೆ ಕೊನ್ಬಿ ತುಮ್ಕಾಚ್ ಜೆಜುಕ್ ಖಾಲ್ತಿ ಹಾನುಕ್ ಸರ್ಗಾ ಪತರ್ ವರ್ತಿ ಕೊನ್ ಜಾತಾ ಮನುನ್ ಇಚಾರ್ತಲೆ ನಕ್ಕೊ!