Romans 10:7 — Compare Translations

7 translations compared side by side

Odia - 1840
"ଓ ଏପରି କୁହ ନାହିଁ ଯେ, 'ପାତାଳକୁ କିଏ ୟିବ?' (ଅର୍ଥାତ୍ ମୃତମାନଙ୍କ ଭିତରୁ ଖ୍ରୀଷ୍ଟଙ୍କୁ ଉପରକୁ କିଏ ଆଣିବ?)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ‘କିଏ ରସାତଳକୁ ଅବତରଣ କରିବʼ (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)?
Odia BSI (ପବିତ୍ର ବାଇବଲ (CL) NT (BSI))
କିମ୍ବା କିଏ ପାତାଳକୁ ଯିବ? (ଖ୍ରୀଷ୍ଟଙ୍କୁ ପୁନରୁତ୍ଥିତ କରି ଆଣିବା ପାଇଁ), ଏ କଥା ମଧ୍ୟ ତୁମେ ପଚାରିବା ଆବଶ୍ୟକ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
“ଓ ଏପରି କୁହ ନାହିଁ ଯେ, ‘ପାତାଳକୁ କିଏ ଯିବ?’” (ଅର୍ଥାତ୍ “ମୃତମାନଙ୍କ ଭିତରୁ ଖ୍ରୀଷ୍ଟଙ୍କୁ ଉପରକୁ କିଏ ଆଣିବ?”)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଅବା ‘କିଏ ପାତାଳକୁ ଅବତରଣ କରିବ’” (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)?
Odia IRV 2017 (ଓଡିଆ ବାଇବେଲ)
ଅବା "କିଏ ପାତାଳକୁ ଅବତରଣ କରିବ' (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾಹೊಲ್ಯಾರ್ ತುಮಿ ಕ್ರಿಸ್ತಾಕ್ ಝಿತ್ತೊ ಕರುಕ್ ಉಟ್ವುಕ್ ಪಾತಾಳ್ ಲೊಕಾತ್ ಕೊನ್ ಜಾತಾ? ಮನುನ್ ಇಚಾರ್‍ತಲೆ ನಕ್ಕೊ;